1 ବଂଶାବଳୀ 20:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଉତ୍ତାରେ ପୁନର୍ବାର ଗାଥ୍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏଉତ୍ତାରେ ପୁନର୍ବାର ଗାଥ୍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ-ବଂଶଜାତ। Gade chapit laଓଡିଆ ବାଇବେଲ6 ଏଉତ୍ତାରେ ପୁନର୍ବାର ଗାଥ୍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ-ବଂଶଜାତ। Gade chapit laପବିତ୍ର ବାଇବଲ6 ଗାଥ୍ ସହରରେ ପୁଣି ଏକ ଯୁଦ୍ଧ ହେଲା। ସେଠାରେ ଜଣେ ବିରାଟକାୟ ଲୋକ ଥିଲା, ଯାହାର ପ୍ରତ୍ୟେକ ହାତରେ ଛଅଟି ଅଙ୍ଗୁଳି ଓ ପ୍ରତ୍ୟେକ ପାଦରେ ମଧ୍ୟ ଛଅଟି ଅଙ୍ଗୁଳି ଥିଲା। ସେ ମଧ୍ୟ ଜଣେ ଦୈତ୍ୟପୁତ୍ର ଥିଲା। Gade chapit la |