Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 20:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା।

Gade chapit la Kopi

ପବିତ୍ର ବାଇବଲ

7 ସେହି ଲୋକ ଇସ୍ରାଏଲକୁ ବିଦ୍ରୂପ କରିବାରୁ ଯୋନାଥନ ତାହାକୁ ବଧ କଲେ। ଯୋନାଥନ ଶିମିୟିଙ୍କ ପୁତ୍ର ଥିଲେ। ଶିମିୟି ଦାଉଦଙ୍କ ଭ୍ରାତା ଥିଲେ।

Gade chapit la Kopi




1 ବଂଶାବଳୀ 20:7
9 Referans Kwoze  

ପୁଣି, ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବ୍‍କୁ ଓ ଦ୍ୱିତୀୟ ଅବୀନାଦବକୁ ଓ ତୃତୀୟ ଶିମୀୟକୁ;


ତେବେ ଯିଶୀ ଶମ୍ମକୁ ଗମନ କରାଇଲା; ତହିଁରେ ସେ କହିଲେ, “ସଦାପ୍ରଭୁ ଏହାକୁ ମଧ୍ୟ ମନୋନୀତ କରି ନାହାନ୍ତି।”


ତୁମ୍ଭେ କାହାକୁ ଧିକ୍କାର ଓ ନିନ୍ଦା କରିଅଛ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଊର୍ଦ୍ଧ୍ୱକୁ ଉଠାଇଅଛ? ଇସ୍ରାଏଲର ଧର୍ମସ୍ୱରୂପଙ୍କ ବିରୁଦ୍ଧରେ ତ।


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।”


ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, “ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କʼଣ କରାଯିବ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ?”


ଆହୁରି ସେ ପଲେଷ୍ଟୀୟ କହିଲା, “ଆଜି ମୁଁ ଇସ୍ରାଏଲର ସୈନ୍ୟଶ୍ରେଣୀକୁ ତୁଚ୍ଛ କରୁଅଛି; ମୋତେ ଜଣେ ଲୋକ ଦିଅ, ଆମ୍ଭେମାନେ ପରସ୍ପର ଯୁଦ୍ଧ କରିବୁ।”


ଏଉତ୍ତାରେ ପୁନର୍ବାର ଗାଥ୍‍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।


ଏମାନେ ଗାଥ୍‍ ନଗରରେ ଦୀର୍ଘକାୟ ବଂଶରେ ଜନ୍ମିଥିଲେ; ଏମାନେ ଦାଉଦଙ୍କ ହସ୍ତରେ ଓ ତାଙ୍କର ଦାସମାନଙ୍କ ହସ୍ତରେ ବଧ ହେଲେ।


ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍‍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା।


Swiv nou:

Piblisite


Piblisite