1 ବଂଶାବଳୀ 21:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 “ଯାଅ, ଦାଉଦଙ୍କୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’” Gade chapit laପବିତ୍ର ବାଇବଲ (Re-edited) - (BSI)10 ଯାଅ, ଦାଉଦକୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ। Gade chapit laଓଡିଆ ବାଇବେଲ10 “ଯାଅ, ଦାଉଦକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।’” Gade chapit la |
ଯଦିବା ସଦାପ୍ରଭୁଙ୍କୁ ସେବା କରିବା ତୁମ୍ଭମାନଙ୍କ ଦୃଷ୍ଟିରେ ମନ୍ଦ ଦିଶେ, ତେବେ ତୁମ୍ଭେମାନେ କାହାର ସେବା କରିବ, ତାହା ଆଜି ମନୋନୀତ କର; କି ନଦୀ ସେପାରିରେ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ଯେଉଁ ଦେବତାମାନଙ୍କୁ ସେବା କଲେ, ସେମାନଙ୍କ, କିଅବା ଯେଉଁ ଇମୋରୀୟମାନଙ୍କ ଦେଶରେ ତୁମ୍ଭେମାନେ ବାସ କରୁଅଛ, ସେମାନଙ୍କ ଦେବତାମାନଙ୍କୁ (ସେବା କରିବ, ଏହା ମନୋନୀତ କର); ମାତ୍ର ମୁଁ ଓ ମୋହର ପରିଜନ, ଆମ୍ଭେମାନେ ସଦାପ୍ରଭୁଙ୍କୁ ସେବା କରିବା।”