Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍‍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ଼୍‍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ଼୍‍ଗ ଭ୍ରମଣ କରିବ, ଅର୍ଥାତ୍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋʼ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।

Gade chapit la Kopi

ଓଡିଆ ବାଇବେଲ

12 ତିନି ବର୍ଷ ଦୁର୍ଭିକ୍ଷ ହେବ; ଅବା ତୁମ୍ଭେ ଆପଣା ବିପକ୍ଷମାନଙ୍କ ସମ୍ମୁଖରେ ତିନି ମାସ ପର୍ଯ୍ୟନ୍ତ କ୍ଷୀଣ ହୁଅନ୍ତେ, ତୁମ୍ଭ ଶତ୍ରୁମାନଙ୍କ ଖଡ୍ଗ ତୁମ୍ଭକୁ ଧରିବ; କିଅବା ତିନି ଦିନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଖଡ୍ଗ ଭ୍ରମଣ କରିବ, ଅର୍ଥାତ୍‍, ଦେଶରେ ମହାମାରୀ ହେବ ଓ ଇସ୍ରାଏଲର ସମସ୍ତ ଅଞ୍ଚଳରେ ସଦାପ୍ରଭୁଙ୍କ ଦୂତ ବିନାଶ କରିବ। ମୋ’ ପ୍ରେରଣକର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ଏବେ ବିବେଚନା କର।”

Gade chapit la Kopi




1 ବଂଶାବଳୀ 21:12
29 Referans Kwoze  

ତତ୍‌କ୍ଷଣାତ୍ ପ୍ରଭୁଙ୍କର ଜଣେ ଦୂତ ତାହାଙ୍କୁ ଆଘାତ କଲେ, କାରଣ ସେ ଈଶ୍ବରଙ୍କୁ ଗୌରବ ଦେଲେ ନାହିଁ, ଆଉ ତାହାଙ୍କୁ ପୋକ ଖାଇବା ଦ୍ୱାରା ସେ ମଲେ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;


କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।


ହେ ସଦାପ୍ରଭୁଙ୍କ ଖଡ୍ଗ, ତୁମ୍ଭେ ଆଉ କେତେ କାଳ ଉତ୍ତାରେ କ୍ଷାନ୍ତ ହେବ? ତୁମ୍ଭେ ଆପଣା କୋଷରେ ପ୍ରବେଶ କର; ଶାନ୍ତ ଓ କ୍ଷାନ୍ତ ହୁଅ।


ତେବେ ଏହା ଘଟିବ ଯେ, ଯେଉଁ ଖଡ୍ଗକୁ ତୁମ୍ଭେମାନେ ଭୟ କରୁଅଛ, ତାହା ତୁମ୍ଭମାନଙ୍କର ପଛେ ଗୋଡ଼ାଇ ମିସରରେ ତୁମ୍ଭମାନଙ୍କୁ ଧରିବ ଓ ଯେଉଁ ଦୁର୍ଭିକ୍ଷ ବିଷୟରେ ତୁମ୍ଭେମାନେ ଭୀତ ହେଉଅଛ, ତାହା ମିସର ଦେଶରେ ତୁମ୍ଭମାନଙ୍କର ପଛେ ପଛେ ଲାଗି ରହିବ ଓ ସେଠାରେ ତୁମ୍ଭେମାନେ ମରିବ।


ଧ୍ୱଂସକାରୀମାନେ ପ୍ରାନ୍ତରସ୍ଥ ବୃକ୍ଷଶୂନ୍ୟ ଗିରିସକଳର ଉପରକୁ ଆସିଅଛନ୍ତି; କାରଣ ସଦାପ୍ରଭୁଙ୍କ ଖଡ୍ଗ ଦେଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଗ୍ରାସ କରୁଅଛି; କୌଣସି ପ୍ରାଣୀର ଶାନ୍ତି ନାହିଁ।


କାରଣ ସଦାପ୍ରଭୁ ଅଗ୍ନି ଦ୍ୱାରା ଓ ଆପଣା ଖଡ୍ଗ ଦ୍ୱାରା ଯାବତୀୟ ମର୍ତ୍ତ୍ୟ ସହିତ ବିବାଦ ନିଷ୍ପନ୍ନ କରିବେ; ତହିଁରେ ସଦାପ୍ରଭୁଙ୍କ ଦ୍ୱାରା ହତ ଲୋକ ଅନେକ ହେବେ।


ଅନ୍ଧକାରଗାମୀ ମହାମାରୀ, କିଅବା ମଧ୍ୟାହ୍ନରେ ବିନାଶକ ସଂହାର ବିଷୟରେ ଭୀତ ହେବ ନାହିଁ।


ଏଥିଉତ୍ତାରେ ସେହି ରାତ୍ରି ସଦାପ୍ରଭୁଙ୍କ ଦୂତ ବାହାରି ଅଶୂରୀୟମାନଙ୍କ ଛାଉଣିରେ ଏକ ଲକ୍ଷ ପଞ୍ଚାଅଶୀ ହଜାର ଲୋକ ସଂହାର କଲେ; ପୁଣି ଲୋକମାନେ ଅତି ପ୍ରଭାତରେ ଉଠନ୍ତେ, ଦେଖ, ସେସମସ୍ତେ ମୃତ ଶବ ହୋଇଅଛନ୍ତି।


ଇଲୀଶାୟ ଯେଉଁ ସ୍ତ୍ରୀର ମୃତ ପୁତ୍ରକୁ ପୁନର୍ଜୀବିତ କରିଥିଲେ, ସେହି ସ୍ତ୍ରୀକୁ କହିଥିଲେ, “ଉଠ, ତୁମ୍ଭେ ଓ ତୁମ୍ଭ ପରିବାର ଯାଇ ଯେଉଁଠାରେ ପ୍ରବାସ କରିପାର, ସେଠାରେ ପ୍ରବାସ କର; କାରଣ ସଦାପ୍ରଭୁ ଦୁର୍ଭିକ୍ଷ ଆଜ୍ଞା କରିଅଛନ୍ତି; ଆଉ ତାହା ମଧ୍ୟ ସାତ ବର୍ଷ ପର୍ଯ୍ୟନ୍ତ ଦେଶରେ ରହିବ।”


ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋʼ ବାକ୍ୟାନୁସାରେ ହେବ।”


ଦାଉଦଙ୍କର ସମୟରେ କ୍ରମାଗତ ତିନି ବର୍ଷ ଦୁର୍ଭିକ୍ଷ ହେଲା; ତହିଁରେ ଦାଉଦ ସଦାପ୍ରଭୁଙ୍କ ମୁଖ ଅନ୍ୱେଷଣ କରନ୍ତେ, ସଦାପ୍ରଭୁ କହିଲେ, “ଶାଉଲ ଓ ତାହାର ରକ୍ତପାତୀ ବଂଶ ସକାଶୁ ଏହା ହେଉଅଛି, ଯେହେତୁ ସେ ଗିବୀୟୋନୀୟ ଲୋକମାନଙ୍କୁ ବଧ କରିଥିଲା।”


ସଦାପ୍ରଭୁ ତୁମ୍ଭର ଜାନୁ, ଜଙ୍ଘ ଓ ତଳିପାରୁ ମସ୍ତକ ପର୍ଯ୍ୟନ୍ତ ବ୍ୟଥାଦାୟୀ ବଥ ଦ୍ୱାରା ତୁମ୍ଭକୁ ଆଘାତ କରିବେ, ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।


ସଦାପ୍ରଭୁ ତୁମ୍ଭକୁ ମିସରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହିସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।


ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।


ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଖଡ୍ଗ ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍‍ଗାମୀ ହେବେ।


ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।


ପୁଣି ତୁମ୍ଭେମାନେ ବହୁସମୟର ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ।


ଯେହେତୁ ସଦାପ୍ରଭୁ ମିସରୀୟମାନଙ୍କୁ ଆଘାତ କରିବାକୁ ସେମାନଙ୍କ ମଧ୍ୟଦେଇ ଯିବେ; ତହିଁରେ ଦ୍ୱାରର କପାଳୀ ଓ ଦୁଇ ବାଜୁବନ୍ଧ ଉପରେ ସେହି ରକ୍ତ ଦେଖିଲେ, ସଦାପ୍ରଭୁ ସେହି ଦ୍ୱାର ଛାଡ଼ି ଆଗକୁ ଯିବେ, ତୁମ୍ଭମାନଙ୍କ ଗୃହରେ ସଂହାରକକୁ ପ୍ରବେଶ କରି ଆଘାତ କରିବାକୁ ଦେବେ ନାହିଁ।


ତହିଁରେ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;


Swiv nou:

Piblisite


Piblisite