1 ବଂଶାବଳୀ 21:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ। Gade chapit laପବିତ୍ର ବାଇବଲ (Re-edited) - (BSI)14 ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମାରା ପଡ଼ିଲେ। Gade chapit laଓଡିଆ ବାଇବେଲ14 ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ। Gade chapit laପବିତ୍ର ବାଇବଲ14 ତେଣୁ ସଦାପ୍ରଭୁ ଇସ୍ରାଏଲ ମଧ୍ୟକୁ ଭୟଙ୍କର ବ୍ୟାଧି ପ୍ରେରଣ କଲେ ଏବଂ 70,000 ଲୋକ ମୃତ୍ୟୁବରଣ କଲେ। Gade chapit la |