Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍‍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।

Gade chapit la Kopi

ଓଡିଆ ବାଇବେଲ

18 ସେତେବେଳେ ସଦାପ୍ରଭୁଙ୍କ ଦୂତ ଦାଉଦଙ୍କୁ କହିବା ପାଇଁ ଗାଦ୍‍କୁ ଆଜ୍ଞା କଲେ ଯେ, ଦାଉଦ ଯାଇ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କରୁ।

Gade chapit la Kopi

ପବିତ୍ର ବାଇବଲ

18 ଏହା ପରେ ସଦାପ୍ରଭୁଙ୍କର ଦୂତ ଗା‌ଦ୍‌କୁ କଥା କହିଲେ। ସେ କହିଲେ, “ସଦାପ୍ରଭୁଙ୍କ ଉପାସନା କରିବା ନିମନ୍ତେ ଦାଉଦଙ୍କୁ ଏକ ଯଜ୍ଞବେଦି ନିର୍ମାଣ କରିବାକୁ କୁହ। ଦାଉଦକୁ ଯିବୂଷୀୟ ଅରଣନର ଶସ୍ୟଦଳିବା ସ୍ଥାନ ନିକଟରେ ଏକ ଯଜ୍ଞବେଦି ନିର୍ମାଣ କରିବାକୁ ପଡ଼ିବ।”

Gade chapit la Kopi




1 ବଂଶାବଳୀ 21:18
7 Referans Kwoze  

ଏଥିଉତ୍ତାରେ ଶଲୋମନ ଯିରୂଶାଲମସ୍ଥ ମୋରୀୟା ପର୍ବତରେ ସଦାପ୍ରଭୁଙ୍କ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ, ସେହି ସ୍ଥାନରେ ସଦାପ୍ରଭୁ ତାଙ୍କର ପିତା ଦାଉଦଙ୍କୁ ଦର୍ଶନ ଦେଇଥିଲେ, ଦାଉଦ ଯିବୂଷୀୟ ଅରଣନ ଖଳାରେ ଯେଉଁ ସ୍ଥାନ ନିରୂପଣ କରିଥିଲେ, ସେହିଠାରେ ସେ ତାହା ପ୍ରସ୍ତୁତ କଲେ।


ସେହି ଦିନ ଗାଦ୍‍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।”


ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା।


ତହିଁରେ ଗାଦ୍‍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଯାହା ତୁମ୍ଭର ଇଚ୍ଛା, ତାହା ଗ୍ରହଣ କର;


ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍‍ର ବାକ୍ୟାନୁସାରେ ଦାଉଦ ଗଲେ।


ସେତେବେଳେ ଦାଉଦ କହିଲେ, “ଏହି ଗୃହ ସଦାପ୍ରଭୁ ପରମେଶ୍ୱରଙ୍କର ଓ ଏହି ହୋମବଳିର ବେଦି ଇସ୍ରାଏଲର।”


Swiv nou:

Piblisite


Piblisite