1 ବଂଶାବଳୀ 21:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)23 ତହୁଁ ଅରଣନ ଦାଉଦଙ୍କୁ କହିଲା, ନେଉନ୍ତୁ ଓ ମୋʼ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ-ଯନ୍ତ୍ର ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି। Gade chapit laଓଡିଆ ବାଇବେଲ23 ତହୁଁ ଅରଣନ ଦାଉଦଙ୍କୁ କହିଲା, “ନିଅନ୍ତୁ, ମୋ’ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା କରନ୍ତୁ; ଦେଖନ୍ତୁ, ମୁଁ ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏହି ଗହମ ଦେଉଅଛି; ମୁଁ ସବୁ ଦେଉଅଛି।” Gade chapit laପବିତ୍ର ବାଇବଲ23 ଅରଣନ୍ ଦାଉଦଙ୍କୁ କହିଲେ, “ଏହି ଶସ୍ୟଦଳିବା ସ୍ଥାନ ଆପଣ ନିଅନ୍ତୁ। ଆପଣ ମୋର ସ୍ୱାମୀ ଓ ରାଜା ଅଟନ୍ତି। ଆପଣ ଯାହା ଗ୍ଭହାନ୍ତି, ତାହା କରନ୍ତୁ। ଦେଖନ୍ତୁ, ହୋମବଳି ନୈବେଦ୍ୟ ନିମନ୍ତେ ମୁଁ ବଳଦ ଦେବି। ନିଆଁ ଜାଳିବା ପାଇଁ ମୁଁ କାଠ ଦେବି। ଶସ୍ୟ ନୈବେଦ୍ୟ ଉତ୍ସର୍ଗାର୍ଥେ ମୁଁ ଆପଣଙ୍କୁ ଗହମ ଦେବି।” Gade chapit la |
ତହିଁରେ ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ମୋʼ ପିତୃବ୍ୟର ପୁତ୍ର ହନନେଲ ପ୍ରହରୀ ପ୍ରାଙ୍ଗଣରେ ମୋʼ ନିକଟକୁ ଆସି କହିଲା, ‘ବିନୟ କରୁଅଛି, ବିନ୍ୟାମୀନ୍ ପ୍ରଦେଶସ୍ଥ ଅନାଥୋତ୍ରେ ମୋହର ଯେଉଁ କ୍ଷେତ୍ର ଅଛି, ତାହା ତୁମ୍ଭେ କ୍ରୟ କର; କାରଣ ତହିଁର ଉତ୍ତରାଧିକାରୀ ହେବାର ଓ ତାହା ମୁକ୍ତ କରିବାର ଅଧିକାର ତୁମ୍ଭର ଅଛି; ତୁମ୍ଭେ ଆପଣା ପାଇଁ ତାହା କ୍ରୟ କର।’ ତେବେ ଏହା ସଦାପ୍ରଭୁଙ୍କର ବାକ୍ୟ ବୋଲି ମୁଁ ବୁଝିଲି।