Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 କାରଣ ପ୍ରାନ୍ତରରେ ମୋଶାନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେସମୟରେ ଗିବୀୟୋନସ୍ଥ ଉଚ୍ଚସ୍ଥଳୀରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

29 କାରଣ, ପ୍ରାନ୍ତରରେ ମୋଶାଙ୍କ ନିର୍ମିତ ସଦାପ୍ରଭୁଙ୍କ ଆବାସ ଓ ହୋମବଳିର ବେଦି ସେହି ସମୟରେ ଗିବୀୟୋନ୍‍ସ୍ଥ ଉଚ୍ଚସ୍ଥଳୀରେ ଥିଲା।

Gade chapit la Kopi

ପବିତ୍ର ବାଇବଲ

29 ଗିବିୟୋନ ସହରର ଉଚ୍ଚସ୍ଥାନରେ ପବିତ୍ର ତମ୍ବୁ ଓ ହୋମବଳି ନୈବେଦ୍ୟର ବେଦି ଥିଲା। ଇସ୍ରାଏଲର ଲୋକମାନେ ମରୁଭୂମିରେ ଥିବା ସମୟରେ ମୋଶା ପବିତ୍ର ତମ୍ବୁ ନିର୍ମାଣ କରିଥିଲେ।

Gade chapit la Kopi




1 ବଂଶାବଳୀ 21:29
7 Referans Kwoze  

ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ


ତହୁଁ ଶଲୋମନ ଓ ତାଙ୍କ ସଙ୍ଗେ ସମଗ୍ର ସମାଜ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀକି ଗଲେ; କାରଣ ସଦାପ୍ରଭୁଙ୍କ ସେବକ ମୋଶାଙ୍କ ଦ୍ୱାରା ପ୍ରାନ୍ତରରେ ନିର୍ମିତ ପରମେଶ୍ୱରଙ୍କ ସମାଗମ-ତମ୍ବୁ ସେଠାରେ ଥିଲା।


ତହୁଁ ଶଲୋମନ ଗିବୀୟୋନ୍‍ସ୍ଥିତ ଉଚ୍ଚସ୍ଥଳୀର ଯାତ୍ରାରୁ ଓ ସମାଗମ-ତମ୍ବୁ ସମ୍ମୁଖରୁ ଯିରୂଶାଲମକୁ ଆସିଲେ; ଆଉ ସେ ଇସ୍ରାଏଲ ଉପରେ ରାଜ୍ୟ କଲେ।


ସେତେବେଳେ ସଦାପ୍ରଭୁ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନରେ ଉତ୍ତର ଦେବାର ଦେଖି ଦାଉଦ ସେହି ସ୍ଥାନରେ ବଳିଦାନ କଲେ।


ମାତ୍ର, ଦାଉଦ ପରମେଶ୍ୱରଙ୍କୁ ପଚାରିବା ପାଇଁ ତହିଁ ସମ୍ମୁଖକୁ ଯାଇ ପାରିଲେ ନାହିଁ; କାରଣ, ସେ ସଦାପ୍ରଭୁଙ୍କ ଦୂତର ଖଡ୍ଗ ସକାଶୁ ଭୀତ ହୋଇଥିଲେ।


Swiv nou:

Piblisite


Piblisite