Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ଼୍‍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ଼୍‍ଗଧାରୀ ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

5 ପୁଣି, ଯୋୟାବ ଦାଉଦଙ୍କ ନିକଟରେ ଗଣିତ ଲୋକମାନଙ୍କର ସଂଖ୍ୟା ସମର୍ପଣ କଲା। ତହିଁରେ ସମସ୍ତ ଇସ୍ରାଏଲର ଏଗାର ଲକ୍ଷ ଖଡ୍ଗଧାରୀ ଲୋକ ଓ ଯିହୁଦାର ଚାରି ଲକ୍ଷ ସତୁରି ହଜାର ଖଡ୍ଗଧାରୀ ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

5 ଓ ଦାଉଦଙ୍କୁ ଲୋକମାନଙ୍କର ସଂଖ୍ୟା ଜଣାଇଲେ। ଇସ୍ରାଏଲ ମଧ୍ୟରେ ‌‌ଖ‌ଡ଼୍‌ଗ ବ୍ୟବହାର କରୁଥିବା 1,100,000 ଜଣ ଲୋକ ଥିଲେ। ଯିହୁଦାରେ ‌‌ଖ‌ଡ଼୍‌ଗ ବ୍ୟବହାର କରୁଥିବା 470,000 ଜଣ ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 21:5
4 Referans Kwoze  

ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ।


ମାତ୍ର ଦାଉଦ କୋଡ଼ିଏ ବର୍ଷ ଓ ତହିଁରୁ ନ୍ୟୂନ ବୟସ୍କ ଲୋକମାନଙ୍କର ସଂଖ୍ୟା ନେଲେ ନାହିଁ। କାରଣ ସଦାପ୍ରଭୁ ଆକାଶମଣ୍ଡଳର ତାରାଗଣ ତୁଲ୍ୟ ଇସ୍ରାଏଲକୁ ବହୁସଂଖ୍ୟକ କରିବେ ବୋଲି କହିଥିଲେ।


ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।


ସରୁୟାର ପୁତ୍ର ଯୋୟାବ ଗଣନା କରିବାକୁ ଆରମ୍ଭ କରିଥିଲା, ମାତ୍ର ସମାପ୍ତ କଲା ନାହିଁ; କାରଣ, ସେହି ଗଣନା ସକାଶୁ ଇସ୍ରାଏଲ ଉପରେ କ୍ରୋଧ ଉପସ୍ଥିତ ହେଲା; ପୁଣି, ସେହି ସଂଖ୍ୟା ଦାଉଦ ରାଜାଙ୍କର ଇତିହାସ ପୁସ୍ତକରେ ଲେଖାଗଲା ନାହିଁ।


Swiv nou:

Piblisite


Piblisite