1 ବଂଶାବଳୀ 21:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)6 ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା। Gade chapit laଓଡିଆ ବାଇବେଲ6 ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା। Gade chapit laପବିତ୍ର ବାଇବଲ6 ଯୋୟାବ ଲେବୀ ଓ ବିନ୍ୟାମୀନ ଗୋଷ୍ଠୀର ଲୋକଙ୍କୁ ଗଣନା କରି ନ ଥିଲେ। କାରଣ ରାଜାଙ୍କର ଆଦେଶ ତାଙ୍କୁ ଅପ୍ରୀତିକର ଲାଗୁଥିଲା। Gade chapit la |