Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 22:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦିଅନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବ୍ୟବସ୍ଥା ପାଳନ କରି ପାରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦେଉନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ବ୍ୟବସ୍ଥା ପାଳନ କରି ପାରିବ।

Gade chapit la Kopi

ଓଡିଆ ବାଇବେଲ

12 କେବଳ ସଦାପ୍ରଭୁ ତୁମ୍ଭକୁ ବୁଦ୍ଧି ଓ ବିବେଚନା ଦିଅନ୍ତୁ ଓ ଇସ୍ରାଏଲ ଉପରେ ତୁମ୍ଭକୁ ନିଯୁକ୍ତ କରନ୍ତୁ; ତାହାହେଲେ, ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ବ୍ୟବସ୍ଥା ପାଳନ କରି ପାରିବ।

Gade chapit la Kopi

ପବିତ୍ର ବାଇବଲ

12 ସଦାପ୍ରଭୁ ତୁମ୍ଭକୁ ଇସ୍ରାଏଲର ରାଜା କରିବେ। ତୁମ୍ଭେ ଯେପରି ଲୋକମାନଙ୍କୁ ପରିଗ୍ଭଳିତ କରି ପାରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିୟମର ବାଧ୍ୟ ହୋଇ ପାରିବ, ଏଥିନିମନ୍ତେ ସଦାପ୍ରଭୁ ତୁମ୍ଭକୁ ଜ୍ଞାନ ଓ ବୁଦ୍ଧି ପ୍ରଦାନ କରନ୍ତୁ।

Gade chapit la Kopi




1 ବଂଶାବଳୀ 22:12
12 Referans Kwoze  

କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ବର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।


ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।


ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ ତୁମ୍ଭର ଏହି ଗୋଷ୍ଠୀକୁ କିଏ ବିଚାର କରି ପାରିବ?”


ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।


କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରିପାରିବେ ନାହିଁ।


ହେ ପରମେଶ୍ୱର, ରାଜାଙ୍କୁ ତୁମ୍ଭର ଶାସନ ଓ ରାଜପୁତ୍ରଙ୍କୁ ତୁମ୍ଭର ଧର୍ମ ପ୍ରଦାନ କର।


ଏଣୁ ତୁମ୍ଭେମାନେ ତାହାସବୁ ପାଳନ କର; କାରଣ ନାନା ଦେଶୀୟ ଲୋକମାନଙ୍କ ସାକ୍ଷାତରେ ଏହା ହିଁ ତୁମ୍ଭମାନଙ୍କର ଜ୍ଞାନ ଓ ବୁଦ୍ଧି ସ୍ୱରୂପ ହେବ; ସେମାନେ ଏହିସବୁ ବିଧି ଶୁଣି କହିବେ, “ଏହି ମହାଗୋଷ୍ଠୀ ନିତାନ୍ତ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ ଅଟନ୍ତି।”


ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହି ସବୁରେ ଯେପରି କୁଶଳ ପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥା-ଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣ-ବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;


ମୋତେ ବୁଦ୍ଧି ପ୍ରଦାନ କର, ତହିଁରେ ମୁଁ ତୁମ୍ଭର ବ୍ୟବସ୍ଥା ମାନିବି; ଆହୁରି, ମୁଁ ଆପଣା ସର୍ବାନ୍ତଃକରଣରେ ତାହା ପାଳନ କରିବି।


Swiv nou:

Piblisite


Piblisite