1 ବଂଶାବଳୀ 22:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହି ସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେ ଯେ ବିଧି ଓ ଶାସନ ଦେଇଅଛନ୍ତି, ସେସବୁ ଯେବେ ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ। Gade chapit laଓଡିଆ ବାଇବେଲ13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହିସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ। Gade chapit laପବିତ୍ର ବାଇବଲ13 ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁସବୁ ବ୍ୟବସ୍ଥା ପ୍ରଦାନ କରିଛନ୍ତି, ଯଦି ତୁମ୍ଭେ ତାହାର ବାଧ୍ୟ ହେବା ନିମନ୍ତେ ଯତ୍ନ କରିବ, ତେବେ ତୁମ୍ଭେ ସଫଳତା ଲାଭ କରିବ। ବଳବାନ ଓ ସାହସୀ ହୁଅ, ଭୟ କର ନାହିଁ। Gade chapit la |
ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ତକୋୟ ପ୍ରାନ୍ତର ଆଡ଼କୁ ବାହାରିଗଲେ; ଆଉ, ସେମାନେ ଯିବା ସମୟରେ ଯିହୋଶାଫଟ୍ ଠିଆ ହୋଇ କହିଲେ, “ହେ ଯିହୁଦା, ହେ ଯିରୂଶାଲମ ନିବାସୀଗଣ, ମୋʼ କଥା ଶୁଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ ସ୍ଥିରୀକୃତ ହେବ ତାହାଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବିଶ୍ୱାସ କର, ତହିଁରେ ତୁମ୍ଭେମାନେ କୃତକାର୍ଯ୍ୟ ହେବ।”