Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 କହାତର ପୁତ୍ର; ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 କହାତର ପୁତ୍ର; ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ।

Gade chapit la Kopi

ଓଡିଆ ବାଇବେଲ

12 କହାତର ପୁତ୍ର; ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ।

Gade chapit la Kopi

ପବିତ୍ର ବାଇବଲ

12 କହାତଙ୍କର ଗ୍ଭରିପୁତ୍ର ଥିଲେ। ସେମାନେ ହେଲେ ଅମ୍ରାମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।

Gade chapit la Kopi




1 ବଂଶାବଳୀ 23:12
7 Referans Kwoze  

ପୁଣି, କହାତର ସନ୍ତାନ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ସେହି କହାତର ଶହେ ତେତିଶ ବର୍ଷ ବୟସ ହୋଇଥିଲା।


କହାତର ପୁତ୍ର ଅମ୍ରାମ୍‍, ଯିଷ୍‍ହର ଓ ହିବ୍ରୋଣ ଓ ଉଷୀୟେଲ।


ଲେବୀୟ ବଂଶ ଏହି; ଲିବ୍‍ନୀୟ ବଂଶ, ହିବ୍ରୋଣୀୟ ବଂଶ, ମହଲୀୟ ବଂଶ, ମୂଶୀୟ ବଂଶ, କୋରହୀ ବଂଶ।


ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।


ଯହତ୍‍ ପ୍ରଧାନ, ଦ୍ୱିତୀୟ ସୀଷ; ମାତ୍ର ଯିୟୂଶ୍‍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ।


ଅମ୍ରାମ୍‍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ।


ଅମ୍ରାମ୍‍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି, ହାରୋଣର ପୁତ୍ର ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମର।


Swiv nou:

Piblisite


Piblisite