1 ବଂଶାବଳୀ 23:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଅମ୍ରାମ୍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଅମ୍ରାମ୍ର ପୁତ୍ର; ହାରୋଣ ଓ ମୋଶା; ପୁଣି ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ। Gade chapit laଓଡିଆ ବାଇବେଲ13 ଅମ୍ରାମ୍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ। Gade chapit laପବିତ୍ର ବାଇବଲ13 ଅମ୍ରାମଙ୍କ ପୁତ୍ରମାନେ ଥିଲେ ହାରୋଣ ଓ ମୋଶା। ହାରୋଣ ବିଶେଷ ରୂପେ ମନୋନୀତ କରାଯାଇଥିଲେ। ହାରୋଣ ଓ ତାଙ୍କର ବଂଶଧରମାନେ ଚିରକାଳ ନିମନ୍ତେ, ବିଶେଷ ରୂପେ ମନୋନୀତ ହୋଇଥିଲେ। ସଦାପ୍ରଭୁଙ୍କ ସେବାକାର୍ଯ୍ୟ ନିମନ୍ତେ ସବୁଠାରୁ ମହାପବିତ୍ର ସାମଗ୍ରୀ ପ୍ରସ୍ତୁତ କରିବା ପାଇଁ ସେମାନଙ୍କୁ ମନୋନୀତ କରାଯାଇଥିଲା। ସଦାପ୍ରଭୁ ସମ୍ମୁଖରେ ସୁଗନ୍ଧି ଧୂପ ଜଳାଇବା ନିମନ୍ତେ ହାରୋଣ ଓ ତାହାଙ୍କ ବଂଶ ମନୋନୀତ ହୋଇଥିଲେ। ସେମାନେ ଯାଜକରୂପେ ସଦାପ୍ରଭୁଙ୍କର ସେବାକାର୍ଯ୍ୟ କରିବା ନିମନ୍ତେ ମନୋନୀତ ହୋଇଥିଲେ। ଚିରକାଳ ପାଇଁ ସଦାପ୍ରଭୁଙ୍କ ନାମକୁ ବ୍ୟବହାର କରିବା ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସେମାନେ ମନୋନୀତ ହୋଇଥିଲେ। Gade chapit la |