Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମାତ୍ର, ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପୁତ୍ରମାନେ ଲେବୀ-ବଂଶ ମଧ୍ୟରେ ଉଲ୍ଲିଖିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ମାତ୍ର ପରମେଶ୍ଵରଙ୍କ ଲୋକ ମୋଶାଙ୍କର ପୁତ୍ରମାନେ ଲେବୀ-ବଂଶ ମଧ୍ୟରେ ଉଲ୍ଲିଖିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

14 ମାତ୍ର, ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପୁତ୍ରମାନେ ଲେବୀ-ବଂଶ ମଧ୍ୟରେ ଉଲ୍ଲିଖିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

14 ମୋଶା ପରମେଶ୍ୱରଙ୍କ ଲୋକ ଥିଲେ। ମୋଶାଙ୍କ ପୁତ୍ରମାନେ ଲେବୀୟ ଗୋଷ୍ଠୀର ଅନ୍ତର୍ଭୁକ୍ତ ଥିଲେ।

Gade chapit la Kopi




1 ବଂଶାବଳୀ 23:14
7 Referans Kwoze  

ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।


ହେ ପ୍ରଭୋ, ତୁମ୍ଭେ ପୁରୁଷାନୁକ୍ରମରେ ଆମ୍ଭମାନଙ୍କର ବାସସ୍ଥାନ ହୋଇ ଆସିଅଛ।


ମୋଶାଙ୍କର ପୁତ୍ର; ଗେର୍ଶୋମ ଓ ଇଲୀୟେଜର।


ସେହି ସମୟରେ ଯିହୁଦା-ସନ୍ତାନଗଣ ଗିଲ୍‍ଗଲ୍‍ରେ ଯିହୋଶୂୟଙ୍କ ନିକଟକୁ ଆସିଲେ; ତହୁଁ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ତାଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭ ବିଷୟରେ ଓ ଆମ୍ଭ ବିଷୟରେ ପରମେଶ୍ୱରଙ୍କ ଲୋକ ମୋଶାଙ୍କୁ କାଦେଶ-ବର୍ଣ୍ଣେୟରେ ଯାହା କହିଥିଲେ, ତାହା ତୁମ୍ଭେ ଜାଣ।


ଆଉ, ସେମାନେ ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ।


ତହିଁରେ ଯୋଷାଦକର ପୁତ୍ର ଯେଶୂୟ ଓ ତାହାର ଯାଜକ-ଭ୍ରାତୃଗଣ ଓ ଶଲ୍ଟୀୟେଲର ପୁତ୍ର ଯିରୁବ୍ବାବିଲ୍‍ ଓ ତାହାର ଭ୍ରାତୃଗଣ ଉଠି ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ଉତ୍ସର୍ଗ କରିବା ପାଇଁ ଇସ୍ରାଏଲର ପରମେଶ୍ୱରଙ୍କ ଯଜ୍ଞବେଦି ନିର୍ମାଣ କଲେ।


Swiv nou:

Piblisite


Piblisite