Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମରାରିର ପୁତ୍ର ମହଲି ଓ ମୂଶି; ମହଲିର ପୁତ୍ର ଇଲୀୟାସର ଓ କୀଶ୍‍;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମରାରିର ପୁତ୍ର ମହଲି ଓ ମୂଶି; ମହଲିର ପୁତ୍ର ଇଲୀୟାସର ଓ କୀଶ୍;

Gade chapit la Kopi

ଓଡିଆ ବାଇବେଲ

21 ମରାରିର ପୁତ୍ର ମହଲି ଓ ମୂଶି; ମହଲିର ପୁତ୍ର ଇଲୀୟାସର ଓ କୀଶ୍‍;

Gade chapit la Kopi

ପବିତ୍ର ବାଇବଲ

21 ମରାରିଙ୍କ ପୁତ୍ରମାନେ ଥିଲେ ମହଲି ଓ ମୂଶି। ମହଲିଙ୍କ ପୁତ୍ରମାନେ ଥିଲେ ଇଲୀୟାସର ଓ କୀଶ୍।

Gade chapit la Kopi




1 ବଂଶାବଳୀ 23:21
10 Referans Kwoze  

ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।


ପୁଣି, ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ‍, କହାତ ଓ ମରାରି।


ତାହାର ପୁତ୍ର ଶିମୀୟ, ତାହାର ପୁତ୍ର ହଗୀୟ, ତାହାର ପୁତ୍ର ଅସାୟ।


ଗେର୍ଶୋମର (ସନ୍ତାନ); ତାହାର ପୁତ୍ର ଲିବ୍‍ନି, ତାହାର ପୁତ୍ର ଯହତ୍‍, ତାହାର ପୁତ୍ର ସିମ୍ମ;


ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।


ଉଷୀୟେଲର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ମୀଖା, ଦ୍ୱିତୀୟ ଯିଶୀୟ।


ଇଲୀୟାସର ମଲା, ତାହାର ପୁତ୍ର ନ ଥିଲେ, କେବଳ କେତୋଟି କନ୍ୟା ଥିଲେ; ପୁଣି, ସେମାନଙ୍କ ଜ୍ଞାତି କୀଶ୍‍ର ପୁତ୍ରମାନେ ସେମାନଙ୍କୁ ବିବାହ କଲେ।


ଆଉ ମରାରିଠାରୁ ମହଲୀୟ ବଂଶ ଓ ମୂଶୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ ମରାରୀୟ ବଂଶ।


ଇଲୀୟାସର ପୀନହସ୍‍କୁ ଜାତ କଲା, ପୀନହସ୍‍ ଅବୀଶୂୟକୁ ଜାତ କଲା;


Swiv nou:

Piblisite


Piblisite