Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବୋହିବାର ଆଉ ପ୍ରୟୋଜନ ହେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବହିବାର ଆଉ ପ୍ରୟୋଜନ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

26 ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବୋହିବାର ଆଉ ପ୍ରୟୋଜନ ହେବ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

26 ତେଣୁ ଲେବୀୟମାନଙ୍କୁ ଆଉ ପବିତ୍ର ତମ୍ବୁ କିଅବା ସେଥିରେ ବ୍ୟବହୃତ ସାମଗ୍ରୀଗୁଡ଼ିକୁ ବୋହିକରି ନେବାକୁ ପଡ଼ିବ ନାହିଁ।”

Gade chapit la Kopi




1 ବଂଶାବଳୀ 23:26
7 Referans Kwoze  

ଛାଉଣି ଅଗ୍ରସର ହେବା ସମୟରେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦ ବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ


ମାତ୍ର ସେ କହାତ-ସନ୍ତାନଗଣକୁ କିଛି ଦେଲେ ନାହିଁ, କାରଣ ପବିତ୍ର ସ୍ଥାନର ସେବାକର୍ମ ସେମାନଙ୍କର ଥିଲା; ସେମାନେ ସ୍କନ୍ଧରେ ତାହା ବୋହିଲେ।


ଏହିରୂପେ ଛାଉଣି ଅଗ୍ରସର ହେବା ସମୟରେ ହାରୋଣ, ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ। ଏହା ହିଁ ସମାଗମ-ତମ୍ବୁରେ କହାତ-ସନ୍ତାନଗଣର ଭାର ହେବ।


ସେହି ସମୟରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ବହିବା ପାଇଁ, ସଦାପ୍ରଭୁଙ୍କ ସେବାକର୍ମ ପାଇଁ ତାହାଙ୍କ ଛାମୁରେ ଠିଆ ହେବାକୁ ଓ ତାହାଙ୍କ ନାମରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ଯ୍ୟନ୍ତ ଲେବୀୟମାନଙ୍କୁ ପୃଥକ କରିଅଛନ୍ତି।


ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ।


କାରଣ, ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲୋକ ଗଣିତ ହେଲେ।


ପୁଣି, ଯେଉଁ ଲେବୀୟମାନେ ସମଗ୍ର ଇସ୍ରାଏଲକୁ ଶିକ୍ଷା ଦେଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହୋଇଥିଲେ, ସେମାନଙ୍କୁ ସେ କହିଲେ, “ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କର ନିର୍ମିତ ଗୃହ ମଧ୍ୟରେ ପବିତ୍ର ସିନ୍ଦୁକ ରଖ; ତୁମ୍ଭମାନଙ୍କ ସ୍କନ୍ଧରେ ଆଉ ଭାର ରହିବ ନାହିଁ; ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ସେବା କର।


Swiv nou:

Piblisite


Piblisite