1 ବଂଶାବଳୀ 23:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ଆହୁରି ଦର୍ଶନୀୟ ରୁଟିର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟ; Gade chapit laପବିତ୍ର ବାଇବଲ (Re-edited) - (BSI)29 ଆହୁରି ଦର୍ଶନୀୟ-ରୋଟୀର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ-ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟନ୍ତ Gade chapit laଓଡିଆ ବାଇବେଲ29 ଆହୁରି ଦର୍ଶନୀୟ-ରୁଟିର ଓ ତାଡ଼ିଶୂନ୍ୟ ସରୁ ଚକୁଳି ଅବା ପଲମରେ ଭଜା କି ରନ୍ଧା ଭକ୍ଷ୍ୟ-ନୈବେଦ୍ୟ ପାଇଁ ସରୁ ମଇଦାର ଓ ସର୍ବପ୍ରକାର ପରିମାଣ ଓ ତୌଲର କାର୍ଯ୍ୟ; Gade chapit laପବିତ୍ର ବାଇବଲ29 ମନ୍ଦିରର ମେଜ ଉପରେ ବିଶେଷରୋଟୀ ରଖିବାର ଦାୟିତ୍ୱ ସେମାନଙ୍କର ଥିଲା। ଆହୁରି ମଧ୍ୟ, ସେମାନଙ୍କର ମଇଦା, ଶସ୍ୟ ନୈବେଦ୍ୟ ଓ ଖମୀରଶୂନ୍ୟ ରୋଟୀ ପ୍ରସ୍ତୁତ କରିବାର ଦାୟିତ୍ୱ ଥିଲା। ପିଠା ପାକ କରିବା ଓ ମିଶ୍ରିତ ନୈବେଦ୍ୟ ଉତ୍ସର୍ଗ କରିବା ଦାୟିତ୍ୱ ମଧ୍ୟ ସେମାନଙ୍କର ଥିଲା। ସେମାନେ ସବୁ ପ୍ରକାର ମାପ ତୌଲି କରୁଥିଲେ। Gade chapit la |
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।