1 ବଂଶାବଳୀ 24:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍, ଅବୀହୂ, ଇଲୀୟାସର ଓ ଈଥାମର। Gade chapit laପବିତ୍ର ବାଇବଲ (Re-edited) - (BSI)1 ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍ ଓ ଅବୀହୂ ଓ ଇଲୀୟାସର ଓ ଈଥାମର। Gade chapit laଓଡିଆ ବାଇବେଲ1 ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍, ଅବୀହୂ, ଇଲୀୟାସର ଓ ଈଥାମର। Gade chapit laପବିତ୍ର ବାଇବଲ1 ହାରୋଣଙ୍କ ପୁତ୍ରମାନଙ୍କର ଦଳ ଏହି ପ୍ରକାର ଥିଲା: ହାରୋଣଙ୍କ ପୁତ୍ରମାନେ ଥିଲେ ନାଦବ୍, ଅବୀହୂ, ଇଲିୟାସର ଓ ଈଥାମର। Gade chapit la |
ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।