Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 24:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସପ୍ତମ ହକ୍କୋସ୍‍ ପାଇଁ, ଅଷ୍ଟମ ଅବୀୟ ପାଇଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସପ୍ତମ ହକ୍କୋସ୍ ପାଇଁ, ଅଷ୍ଟମ ଅବୀୟା ପାଇଁ;

Gade chapit la Kopi

ଓଡିଆ ବାଇବେଲ

10 ସପ୍ତମ ହକ୍କୋସ୍‍ ପାଇଁ, ଅଷ୍ଟମ ଅବୀୟ ପାଇଁ;

Gade chapit la Kopi

ପବିତ୍ର ବାଇବଲ

10 ସପ୍ତମ ଦଳ ଥିଲା ହ‌କ୍‌କୋସଙ୍କ ଦଳ। ଅଷ୍ଟମ ଦଳ ଥିଲା ଅବିୟାଙ୍କ ଦଳ।

Gade chapit la Kopi




1 ବଂଶାବଳୀ 24:10
6 Referans Kwoze  

ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ।


ଇଦ୍ଦୋ, ଗିନ୍ନଥୋୟ, ଅବୀୟ;


ଅବୀୟ-ବଂଶର ସିଖ୍ରି; ମିନ୍ୟାମୀନ-ବଂଶର, ମୋୟଦୀୟ-ବଂଶର ପିଲ୍‍ଟେୟ;


ପଞ୍ଚମ ମଲ୍‍କୀୟ ପାଇଁ; ଷଷ୍ଠ ମିୟାମୀନ୍‍ ପାଇଁ;


ନବମ ଯେଶୂୟ ପାଇଁ; ଦଶମ ଶଖନୀୟ ପାଇଁ;


ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ହବାୟର ସନ୍ତାନଗଣ, ହକ୍କୋସ୍‍ର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା।


Swiv nou:

Piblisite


Piblisite