Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 24:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯିଷ୍‍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍‍; ଶଲୋମୀତ୍‍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍‍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଯିଶ୍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍; ଶଲୋମୀତ୍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍।

Gade chapit la Kopi

ଓଡିଆ ବାଇବେଲ

22 ଯିଷ୍‍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍‍; ଶଲୋମୀତ୍‍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍‍।

Gade chapit la Kopi

ପବିତ୍ର ବାଇବଲ

22 ଯି‌ଶ୍‌ହରିୟ ପରିବାରବର୍ଗ ଶଲୋମୀତ୍। ଶଲୋମୀତ୍ ପରିବାରରୁ: ଯହତ୍।

Gade chapit la Kopi




1 ବଂଶାବଳୀ 24:22
8 Referans Kwoze  

ଯିଷ୍‍ହରର ପୁତ୍ରମାନଙ୍କ ମଧ୍ୟରେ ଶଲୋମୀତ୍‍ ପ୍ରଧାନ ଥିଲା।


ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍‍ ଓ ତାହାର ଭ୍ରାତୃଗଣ ସେହି ସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।


ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।


ପୁଣି, ଆପଣା ଆପଣା ବଂଶାନୁସାରେ କହାତର ସନ୍ତାନମାନଙ୍କ ନାମ ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ।


ଯିଷ୍‍ହରର ସନ୍ତାନ କୋରହ, ନେଫଗ୍‍ ଓ ସିଖ୍ରି।


ରହବୀୟର କଥା; ରହବୀୟ-ସନ୍ତାନଗଣ ମଧ୍ୟରେ ଯିଶୀୟ ପ୍ରଧାନ।


ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।


ଅମ୍ରାମ୍‍ର ସନ୍ତାନ ହାରୋଣ ଓ ମୋଶା ଓ ମରୀୟମ। ପୁଣି, ହାରୋଣର ପୁତ୍ର ନାଦବ୍‍ ଓ ଅବୀହୂ, ଇଲୀୟାସର ଓ ଈଥାମର।


Swiv nou:

Piblisite


Piblisite