Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 24:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ହିବ୍ରୋଣର ପୁତ୍ର ଯିରିୟ ପ୍ରଥମ, ଦ୍ଵିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍।

Gade chapit la Kopi

ଓଡିଆ ବାଇବେଲ

23 ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।

Gade chapit la Kopi

ପବିତ୍ର ବାଇବଲ

23 ହିବ୍ରୋଣଙ୍କ ଜ୍ୟେଷ୍ଠପୁତ୍ର ଥିଲେ ଯିରିୟ। ଅମରିୟ ତାଙ୍କର ଦ୍ୱିତୀୟ ପୁତ୍ର ଥିଲେ। ଯହସୀୟେଲ ତାଙ୍କର ତୃତୀୟ ପୁତ୍ର ଥିଲେ। ଓ ଯି‌କ୍‌ମିୟାମ୍ ତାଙ୍କର ଚତୁର୍ଥ ପୁତ୍ର ଥିଲେ।

Gade chapit la Kopi




1 ବଂଶାବଳୀ 24:23
5 Referans Kwoze  

ହିବ୍ରୋଣର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ଯିରୀୟ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।


ହିବ୍ରୋଣୀୟମାନଙ୍କ ପିତୃବଂଶାନୁଯାୟୀ ବଂଶାବଳୀରେ ଯିରୀୟ ହିବ୍ରୋଣୀୟମାନଙ୍କ ମଧ୍ୟରେ ପ୍ରଧାନ ଥିଲା। ଦାଉଦଙ୍କ ରାଜତ୍ଵର ଚାଳିଶ ବର୍ଷରେ ସେମାନଙ୍କର ଅନୁସନ୍ଧାନ କରାଯାʼନ୍ତେ, ସେମାନଙ୍କ ମଧ୍ୟରେ ଗିଲୀୟଦସ୍ଥ ଯାସେରରେ ମହାବିକ୍ରମଶାଳୀ ଲୋକମାନେ ଦେଖାଗଲେ।


ପୁଣି, ଗିବୀୟୋନୀୟ ଯିଶ୍ମୟୀୟ, ସେ ତିରିଶ ଜଣଙ୍କ ମଧ୍ୟରେ ଗଣିତ ବୀର ଓ ତିରିଶ ଜଣଙ୍କ ଉପରେ ନିଯୁକ୍ତ; ଆଉ ଯିରିମୀୟ, ଯହସୀୟେଲ, ଯୋହାନନ୍‍, ଗଦେରାଥୀୟ ଯୋଷାବଦ୍‍;


ଯିଷ୍‍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍‍; ଶଲୋମୀତ୍‍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍‍।


ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍‍।


Swiv nou:

Piblisite


Piblisite