Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 24:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ମୀଖାର ଭ୍ରାତା ଯିଶୀୟ; ଯିଶୀୟର ପୁତ୍ରମାନଙ୍କ ମଧ୍ୟରେ ଜିଖରୀୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ମୀଖାର ଭ୍ରାତା ଯିଶୀୟ; ଯିଶୀୟର ପୁତ୍ରମାନଙ୍କ ମଧ୍ୟରେ ଜିଖରୀୟ।

Gade chapit la Kopi

ଓଡିଆ ବାଇବେଲ

25 ମୀଖାର ଭ୍ରାତା ଯିଶୀୟ; ଯିଶୀୟର ପୁତ୍ରମାନଙ୍କ ମଧ୍ୟରେ ଜିଖରୀୟ।

Gade chapit la Kopi

ପବିତ୍ର ବାଇବଲ

25 ଯିଶିୟ ମୀଖାଙ୍କ ଭ୍ରାତା ଥିଲେ। ଯିଶିୟଙ୍କ ପୁତ୍ର ଥିଲେ ଯିଖରିୟ।

Gade chapit la Kopi




1 ବଂଶାବଳୀ 24:25
6 Referans Kwoze  

ଉଷୀୟେଲର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ମୀଖା, ଦ୍ୱିତୀୟ ଯିଶୀୟ।


ଆଉ ଜିଖରୀୟ, ଅସୀୟେଲ, ଶମୀରାମୋତ୍‍, ଯିହୀୟେଲ, ଉନ୍ନି, ଇଲୀୟାବ୍‍, ମାସେୟ ଓ ବନାୟ ନେବଲ ନେଇ ଅଲାମୋତ୍‍ ସ୍ୱର ବଜାଇବା ପାଇଁ;


ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍‍, ଜିଖରୀୟକୁ, ବେନ୍‍କୁ, ଯାସୀୟେଲକୁ, ଶମୀରାମୋତ୍‍‍କୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍‍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍‍ନେୟକୁ, ଦ୍ୱାରପାଳ ଓବେଦ୍‍-ଇଦୋମକୁ ଓ ଯିୟୀୟେଲ୍‍କୁ ନିଯୁକ୍ତ କଲେ।


ଆଉ ଉଷିର ପୁତ୍ରଗଣ; ଯିଷ୍ରାହୀୟ, ଯିଷ୍ରାହୀୟର ପୁତ୍ର ମୀଖାୟେଲ, ଓବଦୀୟ, ଯୋୟେଲ ଓ ଯିଶୀୟ, ପାଞ୍ଚ ଜଣ। ଏସମସ୍ତେ ପ୍ରଧାନ ଲୋକ ଥିଲେ।


ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍‍।


ମରାରିର ପୁତ୍ର ମହଲି ଓ ମୂଶି; ଯାସୀୟର ପୁତ୍ର ବିନୋ।


Swiv nou:

Piblisite


Piblisite