Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 24:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ମରାରିର ସନ୍ତାନଗଣ ଯାସୀୟର ପୁତ୍ର ବିନୋ, ଶୋହମ୍‍, ସକ୍କୁର ଓ ଇବ୍ରି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ମରାରିର ସନ୍ତାନଗଣ; ଯାସୀୟର ପୁତ୍ର ବିନୋ ଓ ଶୋହମ୍ ଓ ସକ୍କୁର୍ ଓ ଇବ୍ରି।

Gade chapit la Kopi

ଓଡିଆ ବାଇବେଲ

27 ମରାରିର ସନ୍ତାନଗଣ ଯାସୀୟର ପୁତ୍ର ବିନୋ, ଶୋହମ୍‍, ସକ୍କୁର ଓ ଇବ୍ରି।

Gade chapit la Kopi

ପବିତ୍ର ବାଇବଲ

27 ମରାରିଙ୍କ ପୁତ୍ର ଯାସିୟଙ୍କ ପୁତ୍ରମାନେ ଥିଲେ: ବିନୋ, ଶୋହମ୍, ସକୂର ଓ ଇବ୍ରି।

Gade chapit la Kopi




1 ବଂଶାବଳୀ 24:27
6 Referans Kwoze  

ମରାରିର ପୁତ୍ର ମହଲି ଓ ମୂଶି; ମହଲିର ପୁତ୍ର ଇଲୀୟାସର ଓ କୀଶ୍‍;


ମରାରିର ପୁତ୍ର ମହଲି ଓ ମୂଶି; ଆଉ ଆପଣା ଆପଣା ପିତୃବଂଶାନୁସାରେ ଏସମସ୍ତେ ଲେବୀୟ ଗୋଷ୍ଠୀ।


ପୁଣି, ଆପଣା ଆପଣା ବଂଶାନୁସାରେ ମରାରିର ସନ୍ତାନମାନଙ୍କ ନାମ ମହଲି ଓ ମୂଶି; ଏମାନେ ଆପଣା ଆପଣା ପିତୃଗୃହାନୁସାରେ ଲେବୀୟମାନଙ୍କ ବଂଶ।


ମରାରିର ସନ୍ତାନ ମହଲି ଓ ମୂଶି; ଏମାନେ ବଂଶାବଳୀ ଅନୁସାରେ ଲେବୀର ବଂଶ ଅଟନ୍ତି।


ମରାରିର ପୁତ୍ର ମହଲି ଓ ମୂଶି; ଯାସୀୟର ପୁତ୍ର ବିନୋ।


ମହଲିର ପୁତ୍ର ଇଲୀୟାସର, ଏହାର ପୁତ୍ର ନ ଥିଲେ।


Swiv nou:

Piblisite


Piblisite