Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 24:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍‍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା ଓ ସାଦୋକ ଓ ଅହୀମେଲକ୍, ପୁଣି ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।

Gade chapit la Kopi

ଓଡିଆ ବାଇବେଲ

31 ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍‍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।

Gade chapit la Kopi

ପବିତ୍ର ବାଇବଲ

31 ସେମାନେ ବିଶେଷ କର୍ମ କରିବା ନିମନ୍ତେ ମନୋନୀତ ହୋଇଥିଲେ। ସେମାନେ ସେମାନଙ୍କର ଆତ୍ମୀୟ, ଯାଜକମାନଙ୍କ ପରି ଗୁଲିବାଣ୍ଟ କଲେ। ଯାଜକମାନେ ହାରୋଣଙ୍କ ବଂଶଧର ଥିଲେ। ସେମାନେ ରାଜା ଦାଉଦ, ସାଦୋକ, ଅହୀମେଲକ, ଯାଜକ ଏବଂ ଲେବୀୟ ବଂଶର ନେତାମାନଙ୍କ ସମ୍ମୁଖରେ ଗୁଲିବାଣ୍ଟ କଲେ। ଜ୍ୟେଷ୍ଠ ପରିବାର ଓ କନିଷ୍ଠ ପରିବାର ନିମନ୍ତେ ଯେତେବେଳେ କାର୍ଯ୍ୟ ସ୍ଥିର କରାଗଲା, ସେତେବେଳେ ସେମାନଙ୍କ ପ୍ରତି ସମାନ ବ୍ୟବହାର କରାଗଲା।

Gade chapit la Kopi




1 ବଂଶାବଳୀ 24:31
7 Referans Kwoze  

ପୁଣି, ସେମାନେ, ସାନ ବଡ଼, ଆପଣା ପିତୃବଂଶାନୁସାରେ ପ୍ରତ୍ୟେକ ଦ୍ୱାର ପାଇଁ ଗୁଲିବାଣ୍ଟ କଲେ।


ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।


ବହୁତ ଓ ଅଳ୍ପ ଲୋକଙ୍କ ମଧ୍ୟରେ ଗୁଲିବାଣ୍ଟ ଅନୁସାରେ ସେମାନଙ୍କର ଅଧିକାର ବିଭକ୍ତ ହେବ।”


ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍‍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ।


ପୁଣି ଶଲୋମନ ସମଗ୍ର ଇସ୍ରାଏଲକୁ, ସହସ୍ର ଓ ଶତପତିମାନଙ୍କୁ, ବିଚାରକର୍ତ୍ତୃଗଣକୁ ଓ ସମୁଦାୟ ଇସ୍ରାଏଲ ମଧ୍ୟରେ ପିତୃବଂଶର ପ୍ରଧାନ ପ୍ରତ୍ୟେକ ଅଧିପତିଙ୍କୁ ଆଜ୍ଞା ଦେଲେ।


ପୁଣି, ତାହାର ଅଧୀନରେ ଏଦନ, ମିନ୍ୟାମୀନ, ଯେଶୂୟ, ଶମୟୀୟ, ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ;


Swiv nou:

Piblisite


Piblisite