1 ବଂଶାବଳୀ 24:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ। Gade chapit laଓଡିଆ ବାଇବେଲ4 ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ। Gade chapit laପବିତ୍ର ବାଇବଲ4 ଈଥାମରଙ୍କ ପରିବାରଠାରୁ ଇଲିୟାସରଙ୍କ ପରିବାରର ଅଧିକ ନେତା ଥିଲେ। ଇଲିୟାସରଙ୍କ ପରିବାରରୁ ଷୋହଳ ଜଣ ଓ ଈଥାମରଙ୍କ ପରିବାରର ଆଠ ଜଣ ନେତା ଥିଲେ। Gade chapit la |