Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 24:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍‍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ ପାଇଁ ଉଠିଲା, ଦ୍ଵିତୀୟ ଯିଦୟୀୟ ପାଇଁ;

Gade chapit la Kopi

ଓଡିଆ ବାଇବେଲ

7 ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍‍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ;

Gade chapit la Kopi

ପବିତ୍ର ବାଇବଲ

7 ପ୍ରଥମ ଦଳ ଥିଲା ଯିହୋୟାରୀବଙ୍କ ଦଳ। ଦ୍ୱିତୀୟ ଦଳ ଥିଲା ଯିଦୟିୟଙ୍କ ଦଳ।

Gade chapit la Kopi




1 ବଂଶାବଳୀ 24:7
7 Referans Kwoze  

ଯାଜକମାନଙ୍କ ସଂଖ୍ୟା; ଯେଶୂୟ-ବଂଶଜ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।


ଆଉ, ଯୋୟାରୀବ୍‍-ବଂଶର ମତ୍ତନୟ; ଯିଦୟୀୟ-ବଂଶର ଉଷି;


ଯାଜକମାନଙ୍କ ମଧ୍ୟରୁ, ଯଥା, ଯୋୟାରୀବ୍‍ର ପୁତ୍ର ଯିଦୟୀୟ, ଯାଖୀନ୍‍,


ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।


ଆଉ ଯାଜକମାନଙ୍କ ମଧ୍ୟରେ ଯିଦୟୀୟ, ଯିହୋୟାରୀବ୍‍, ଯାଖୀନ୍‍


ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍‍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।


ତୃତୀୟ ହାରୀମ୍‍ ପାଇଁ, ଚତୁର୍ଥ ସୀୟୋରୀମ୍‍ ପାଇଁ;


Swiv nou:

Piblisite


Piblisite