Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 25:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍‍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍‍ତି ଓ ରୋମାମ୍‍ତି-ଏଷର୍‍, ଯଶ୍‍ବକାଶା, ମଲ୍ଲୋଥି, ହୋଥୀର୍‍, ମହସୀୟୋତ୍‍;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ହେମନର କଥା; ହେମନର ସନ୍ତାନ ବୁକ୍କୀୟ, ମତ୍ତନୀୟ, ଉଷୀୟେଲ୍, ଶବୂୟେଲ୍ ଓ ଯିରେମୋତ୍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍ତି ଓ ରୋମାମ୍ତି-ଏଷର୍, ଯଶ୍ବକାଶା, ମଲ୍ଲୋଥି, ହୋଥୀର୍, ମହସୀୟୋତ୍;

Gade chapit la Kopi

ଓଡିଆ ବାଇବେଲ

4 ହେମନର କଥା; ହେମନର ସନ୍ତାନ ବୁକ୍‍କୀୟ, ମତ୍ତନୀୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍‍, ହନାନୀୟ, ହନାନି, ଇଲୀୟାଥା, ଗିଦ୍ଦଲ୍‍ତି ଓ ରୋମାମ୍‍ତି-ଏଷର୍‍, ଯଶ୍‍ବକାଶା, ମଲ୍ଲୋଥି, ହୋଥୀର୍‍, ମହସୀୟୋତ୍‍;

Gade chapit la Kopi

ପବିତ୍ର ବାଇବଲ

4 ହେମନଙ୍କର ଯେଉଁ ପୁତ୍ରମାନେ ସେବାକାର୍ଯ୍ୟ କରୁଥିଲେ, ସେମାନେ ହେଲେ: ବୁ‌କ୍‌କିୟ, ମତ୍ତନିୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍, ହନାନିୟ, ହନାନି, ଇଲୀୟାଥା, ଗିଦ୍ଦଲତି ଓ ରୋମା‌‌ମ୍‌‌ତି-ଏଷର, ଯ‌ଶ୍‌ବକାଶା, ମଲ୍ଲୋଥି, ହୋଥୀର, ମହସୀୟୋତ୍।

Gade chapit la Kopi




1 ବଂଶାବଳୀ 25:4
16 Referans Kwoze  

ସଦାପ୍ରଭୋ, ମୋʼ ପରିତ୍ରାଣର ପରମେଶ୍ୱର, ମୁଁ ଦିବାରାତ୍ର ତୁମ୍ଭ ସମ୍ମୁଖରେ କାକୂକ୍ତି କରିଅଛି;


ତ୍ରୟୋବିଂଶ ପାଇଁ ମହସୀୟୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;


ଏକବିଂଶ ପାଇଁ ହୋଥୀର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;


ପଞ୍ଚଦଶ ପାଇଁ ଯେରେମୋତ୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;


ତ୍ରୟୋଦଶ ପାଇଁ ଶବୂୟେଲ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ;


ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍‍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ।


ଉଷୀୟେଲର ପୁତ୍ର ମୀଖା; ମୀଖାର ପୁତ୍ରମାନଙ୍କ ମଧ୍ୟରେ ଶାମୀର୍‍।


ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା। ଅମ୍ରାମ୍‍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ।


ଏହିରୂପେ ହେମନ, ଆସଫ ଓ ଏଥନ୍‍ ଗାୟକମାନେ ପିତ୍ତଳର କରତାଳ ନେଇ ଉଚ୍ଚଧ୍ୱନି କରିବା ପାଇଁ;


ତହିଁରେ ଲେବୀୟମାନେ ଯୋୟେଲର ପୁତ୍ର ହେମନକୁ ନିଯୁକ୍ତ କଲେ, ତାହାର ଭ୍ରାତୃଗଣ ମଧ୍ୟରୁ ବେରିଖୀୟର ପୁତ୍ର ଆସଫକୁ ଓ ସେମାନଙ୍କ ଭ୍ରାତୃଗଣ ମରାରି-ସନ୍ତାନମାନଙ୍କ ମଧ୍ୟରୁ କୁଶାୟାର ପୁତ୍ର ଏଥନ୍‍କୁ;


ଆଉ ସେହି ସେବାକାରୀ ଲୋକମାନେ ଓ ସେମାନଙ୍କ ସନ୍ତାନଗଣ, ଯଥା, କହାତୀୟ ସନ୍ତାନଗଣ ମଧ୍ୟରେ ହେମନ ଗାୟକ, ସେ ଯୋୟେଲର ପୁତ୍ର, ସେ ଶାମୁୟେଲଙ୍କର ପୁତ୍ର;


ଯିଦୂଥୂନ୍‍‍ର କଥା; ଯିଦୂଥୂନ୍‍‍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍‍‍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍‍ବାକ୍ୟ ପ୍ରଚାର କଲେ।


ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।


ଷଷ୍ଠ ବୁକ୍କୀୟ ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।


ଚତୁର୍ବିଂଶ ପାଇଁ ରୋମାମ୍‍ତି-ଏଷର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ।


Swiv nou:

Piblisite


Piblisite