Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 25:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।

Gade chapit la Kopi

ଓଡିଆ ବାଇବେଲ

7 ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।

Gade chapit la Kopi

ପବିତ୍ର ବାଇବଲ

7 ଲେବୀ ଗୋଷ୍ଠୀର ସେହି ବ୍ୟକ୍ତିମାନେ ଓ ସେମାନଙ୍କର ଆତ୍ମୀୟମାନେ ଗାୟନ ବିଦ୍ୟାରେ ତାଲିମପ୍ରାପ୍ତ ହୋଇଥିଲେ। 288 ଜଣ ବ୍ୟକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର ଗୀତ ଗାନ କରିବା ଶିକ୍ଷା କଲେ।

Gade chapit la Kopi




1 ବଂଶାବଳୀ 25:7
3 Referans Kwoze  

ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।


ଆଉ, ହେମନ, ଯିଦୂଥୂନ୍‍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍‍‍ର ପୁତ୍ରମାନେ ଦ୍ୱାରପାଳ ହେଲେ।


ଆଉ, ଲୋକମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ; ମରାରି-ସନ୍ତାନଗଣ ମଧ୍ୟରୁ ଯହତ୍‍ ଓ ଓବଦୀୟ, ଏହି ଲେବୀୟମାନେ ସେମାନଙ୍କର ତତ୍ତ୍ୱାବଧାରକ ଥିଲେ; ପୁଣି, କହାତ-ସନ୍ତାନଗଣର ମଧ୍ୟରୁ ଜିଖରୀୟ ଓ ମଶୁଲ୍ଲମ୍‍ ଓ ଅନ୍ୟ ଲେବୀୟମାନେ, ଅର୍ଥାତ୍‍, ବାଦ୍ୟ ବଜାଇବାକୁ ନିପୁଣ ସମସ୍ତ ଲୋକ କର୍ମ ଚଳାଇବାକୁ ନିଯୁକ୍ତ ଥିଲେ।


Swiv nou:

Piblisite


Piblisite