Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 25:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ଵିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।

Gade chapit la Kopi

ଓଡିଆ ବାଇବେଲ

9 ତହୁଁ ଆସଫ ନିମନ୍ତେ ଯୋଷେଫ ପକ୍ଷରେ ପ୍ରଥମ ବାଣ୍ଟ ଉଠିଲା; ଦ୍ୱିତୀୟ ଗଦଲୀୟ ପକ୍ଷରେ; ସେ ଓ ତାହାର ଭ୍ରାତା ଓ ପୁତ୍ରମାନେ ବାର ଜଣ ଥିଲେ।

Gade chapit la Kopi

ପବିତ୍ର ବାଇବଲ

9 ପ୍ରଥମରେ, ଆସଫଙ୍କ ପରିବାରରୁ ଯୋଷେଫଙ୍କୁ ମନୋନୀତ କରାଗଲା। ଦ୍ୱିତୀୟରେ, ଗଦଲିୟଙ୍କର ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।

Gade chapit la Kopi




1 ବଂଶାବଳୀ 25:9
4 Referans Kwoze  

ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।


ତୃତୀୟ ସକ୍କୁର ପକ୍ଷରେ; ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ।


ଆଉ ସେମାନଙ୍କ ସଙ୍ଗେ ସେମାନଙ୍କ ଦ୍ୱିତୀୟ ପଦସ୍ଥ ଭ୍ରାତୃଗଣକୁ, ଅର୍ଥାତ୍‍, ଜିଖରୀୟକୁ, ବେନ୍‍କୁ, ଯାସୀୟେଲକୁ, ଶମୀରାମୋତ୍‍‍କୁ, ଯିହୀୟେଲକୁ, ଉନ୍ନିକୁ, ଇଲୀୟାବ୍‍କୁ, ବନାୟକୁ, ମାସେୟକୁ, ମତ୍ତଥୀୟକୁ, ଇଲୀଫଲେହୁକୁ, ମିକ୍‍ନେୟକୁ, ଦ୍ୱାରପାଳ ଓବେଦ୍‍-ଇଦୋମକୁ ଓ ଯିୟୀୟେଲ୍‍କୁ ନିଯୁକ୍ତ କଲେ।


ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍‍‍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍‍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।


Swiv nou:

Piblisite


Piblisite