Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ଶିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ସିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;

Gade chapit la Kopi

ଓଡିଆ ବାଇବେଲ

10 ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ଶିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;

Gade chapit la Kopi

ପବିତ୍ର ବାଇବଲ

10 ଏହିମାନେ ମରାରି ବଂଶର ଦ୍ୱାରପାଳ ଥିଲେ, ହୋଷାର। ସିମ୍ରି ପ୍ରଥମ ପୁତ୍ର ରୂପେ ମନୋନୀତ ହୋଇଥିଲେ। ଦ୍ୱାରପାଳମାନେ ବିଶେଷ ପ୍ରକାରେ ସଦାପ୍ରଭୁଙ୍କ ମନ୍ଦିରରେ ସେବାକାର୍ଯ୍ୟ କରୁଥିଲେ। ସିମ୍ରି ଜ୍ୟେଷ୍ଠପୁତ୍ର ନ ଥିଲେ, କିନ୍ତୁ ତାଙ୍କ ପିତା ତାଙ୍କୁ ପ୍ରଥମଜାତ ପୁତ୍ରରୂପେ ମନୋନୀତ କଲେ।

Gade chapit la Kopi




1 ବଂଶାବଳୀ 26:10
4 Referans Kwoze  

ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍‍‍ର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ


ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରାନ୍ତ ଲୋକ ଥିଲେ।


ଦ୍ୱିତୀୟ ହିଲ୍‍କୀୟ, ତୃତୀୟ ଟବଲିୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ।


Swiv nou:

Piblisite


Piblisite