Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଦକ୍ଷିଣ ଦିଗ ଓବେଦ୍‍-ଇଦୋମ ପକ୍ଷରେ ଓ ଭଣ୍ଡାର ଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଦକ୍ଷିଣଦିଗ ଓବେଦ୍-ଇଦୋମ୍ ପକ୍ଷରେ ଓ ଭଣ୍ତାରଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା।

Gade chapit la Kopi

ଓଡିଆ ବାଇବେଲ

15 ଦକ୍ଷିଣ ଦିଗ ଓବେଦ୍‍-ଇଦୋମ ପକ୍ଷରେ ଓ ଭଣ୍ଡାର ଗୃହ ତାହାର ପୁତ୍ରମାନଙ୍କ ପକ୍ଷରେ ଉଠିଲା।

Gade chapit la Kopi

ପବିତ୍ର ବାଇବଲ

15 ଓବେଦ୍-ଇଦୋମଙ୍କୁ ଦକ୍ଷିଣ ପାର୍ଶ୍ୱ ଦ୍ୱାର ନିମନ୍ତେ ମନୋନୀତ କରାଗଲା ଓ ଆଉ ଯେଉଁ ଗୃହରେ ବହୁମୂଲ୍ୟ ସାମଗ୍ରୀମାନ ରଖାଯାଇଥିଲା, ତାହାକୁ ଜଗିବା ନିମନ୍ତେ ଓବେଦ୍ ଇଦୋମଙ୍କର ପୁତ୍ରମାନଙ୍କୁ ମନୋନୀତ କରାଗଲା।

Gade chapit la Kopi




1 ବଂଶାବଳୀ 26:15
5 Referans Kwoze  

ପୁଣି, ପରମେଶ୍ୱରଙ୍କ ଗୃହରେ ଓବେଦ୍‍-ଇଦୋମର ଅଧୀନରେ ପ୍ରାପ୍ତ ସକଳ ସୁବର୍ଣ୍ଣ ଓ ରୌପ୍ୟ ଓ ସକଳ ପାତ୍ର ଓ ରାଜଗୃହର ଧନ, ମଧ୍ୟ ବନ୍ଧକ ଥିବା ଲୋକମାନଙ୍କୁ ନେଇ ଶମରୀୟାକୁ ଫେରିଗଲେ।


ପୂର୍ବ ଦିଗରେ ଛଅ ଜଣ ଲେବୀୟ, ଉତ୍ତର ଦିଗରେ ଦିନରେ ଚାରି ଜଣ, ଦକ୍ଷିଣ ଦିଗରେ ଦିନରେ ଚାରି ଜଣ ଓ ଭଣ୍ଡାର ଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।


ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା।


ଊର୍ଦ୍ଧ୍ୱଗାମୀ ପଥ ସମୀପସ୍ଥ ଶଲ୍ଲେଖତ୍‍ ଦ୍ୱାର ନିକଟବର୍ତ୍ତୀ ପଶ୍ଚିମ ଦିଗର ବାଣ୍ଟ ଶୁପ୍ପୀମ୍‍ ଓ ହୋଷା ପକ୍ଷରେ ଉଠିଲା, ତହିଁର ରକ୍ଷକମାନଙ୍କର ଏକ ଦଳ ଅନ୍ୟ ଦଳର ଅଭିମୁଖ ଥିଲା।


ମତ୍ତନୀୟ ଓ ବକ୍‍ବୁକୀୟ, ଓବଦୀୟ, ମଶୁଲ୍ଲମ୍‍, ଟଲ୍‍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ।


Swiv nou:

Piblisite


Piblisite