Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପଶ୍ଚିମ ଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ପଶ୍ଚିମଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।

Gade chapit la Kopi

ଓଡିଆ ବାଇବେଲ

18 ପଶ୍ଚିମ ଦିଗରେ ସୀମାନ୍ତବର୍ତ୍ତୀ ସ୍ଥାନ ନିମନ୍ତେ ଉଚ୍ଚ ପଥରେ ଚାରି ଜଣ ଓ ସୀମାନ୍ତବର୍ତ୍ତୀ ସ୍ଥାନରେ ଦୁଇ ଜଣ।

Gade chapit la Kopi

ପବିତ୍ର ବାଇବଲ

18 ଗ୍ଭରିଜଣ ପଶ୍ଚିମ ଦିଗରେ ଏବଂ ଦୁଇଜଣ ସୀମାନ୍ତବର୍ତ୍ତୀ ସ୍ଥାନରେ ରହିଲେ।

Gade chapit la Kopi




1 ବଂଶାବଳୀ 26:18
4 Referans Kwoze  

ଆହୁରି ମନ୍ଦିରର ସୀମାନ୍ତବର୍ତ୍ତୀ ନଥନ-ମେଲକ ନାମକ ନପୁଂସକର କୋଠରି ନିକଟସ୍ଥ ସଦାପ୍ରଭୁଙ୍କ ଗୃହର ପ୍ରବେଶ ସ୍ଥାନ ସମୀପରେ ଯିହୁଦାର ରାଜାମାନେ ସୂର୍ଯ୍ୟ ଉଦ୍ଦେଶ୍ୟରେ ଯେଉଁ ଅଶ୍ୱମାନଙ୍କୁ ଦେଇଥିଲେ, ସେ ସେମାନଙ୍କୁ ନେଇଗଲେ, ପୁଣି ସେ ସୂର୍ଯ୍ୟରଥସବୁ ଅଗ୍ନିରେ ଦଗ୍ଧ କଲେ।


ଊର୍ଦ୍ଧ୍ୱଗାମୀ ପଥ ସମୀପସ୍ଥ ଶଲ୍ଲେଖତ୍‍ ଦ୍ୱାର ନିକଟବର୍ତ୍ତୀ ପଶ୍ଚିମ ଦିଗର ବାଣ୍ଟ ଶୁପ୍ପୀମ୍‍ ଓ ହୋଷା ପକ୍ଷରେ ଉଠିଲା, ତହିଁର ରକ୍ଷକମାନଙ୍କର ଏକ ଦଳ ଅନ୍ୟ ଦଳର ଅଭିମୁଖ ଥିଲା।


ପୂର୍ବ ଦିଗରେ ଛଅ ଜଣ ଲେବୀୟ, ଉତ୍ତର ଦିଗରେ ଦିନରେ ଚାରି ଜଣ, ଦକ୍ଷିଣ ଦିଗରେ ଦିନରେ ଚାରି ଜଣ ଓ ଭଣ୍ଡାର ଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।


କୋରହୀୟ ସନ୍ତାନଗଣ ଓ ମରାରିର ସନ୍ତାନଗଣ ମଧ୍ୟରୁ ଦ୍ୱାରପାଳମାନଙ୍କର ଏହି ସକଳ ପାଳି ଥିଲା।


Swiv nou:

Piblisite


Piblisite