1 ବଂଶାବଳୀ 26:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଲାଦନ୍ର ସନ୍ତାନଗଣ; ଲାଦନ୍ ସମ୍ବନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ୍ ସମ୍ବନ୍ଧୀୟ ପିତୃବଂଶର ପ୍ରଧାନଗଣ; ଯଥା, Gade chapit laପବିତ୍ର ବାଇବଲ (Re-edited) - (BSI)21 ଲାଦନର ସନ୍ତାନଗଣ; ଲାଦନ ସମ୍ଵନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ ସମ୍ଵନ୍ଧୀୟ ପିତୃବଂଶପ୍ରଧାନଗଣ; ଯଥା, Gade chapit laଓଡିଆ ବାଇବେଲ21 ଲାଦନ୍ର ସନ୍ତାନଗଣ; ଲାଦନ୍ ସମ୍ବନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ୍ ସମ୍ବନ୍ଧୀୟ ପିତୃବଂଶର ପ୍ରଧାନଗଣ; ଯଥା, Gade chapit laପବିତ୍ର ବାଇବଲ21 ଲାଦନ୍ ଗେର୍ଶୋନଙ୍କର ପରିବାରରୁ ଆସିଥିଲେ। ଯେହିୟେଲି ଲାଦନଙ୍କ ପରିବାରବର୍ଗର ନେତାମାନଙ୍କ ମଧ୍ୟରୁ ଜଣେ ଥିଲେ। Gade chapit la |