Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ମୋଶାଙ୍କର ପୁତ୍ର ଗେର୍ଶୋମର ସନ୍ତାନ ଶବୂୟେଲ କୋଷାଧ୍ୟକ୍ଷ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ମୋଶାଙ୍କର ପୁତ୍ର ଗେର୍ଶୋମର ସନ୍ତାନ ଶବୂୟେଲ କୋଷାଧ୍ୟକ୍ଷ ଥିଲା।

Gade chapit la Kopi

ଓଡିଆ ବାଇବେଲ

24 ମୋଶାଙ୍କର ପୁତ୍ର ଗେର୍ଶୋମର ସନ୍ତାନ ଶବୂୟେଲ କୋଷାଧ୍ୟକ୍ଷ ଥିଲା।

Gade chapit la Kopi

ପବିତ୍ର ବାଇବଲ

24 ନେତା ଶବୂୟେଲ ସଦାପ୍ରଭୁଙ୍କ ମନ୍ଦିରରେ ଥିବା ବହୁମୂଲ୍ୟ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିଲେ। ଶବୂୟେଲ, ଗେର୍ଶୋନଙ୍କ ପୁତ୍ର ଥିଲେ। ଗେର୍ଶୋନ ମୋଶାଙ୍କ ପୁତ୍ର ଥିଲେ।

Gade chapit la Kopi




1 ବଂଶାବଳୀ 26:24
6 Referans Kwoze  

ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା। ଅମ୍ରାମ୍‍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ।


ପୁଣି, ଲେବୀୟମାନଙ୍କ ମଧ୍ୟରୁ ଅହୀୟ ପରମେଶ୍ୱରଙ୍କ ଗୃହର କୋଷାଧ୍ୟକ୍ଷ ଓ ପବିତ୍ରୀକୃତ ସକଳ ବସ୍ତୁର କୋଷାଧ୍ୟକ୍ଷ ଥିଲା।


ଅମ୍ରାମୀୟମାନଙ୍କ, ଯିଷ୍‍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ


ପୁଣି, ତାହାର ଭ୍ରାତୃଗଣ; ଇଲୀୟେଜରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାଇୟ ଓ ତାହାର ପୁତ୍ର ଯୋରାମ୍‍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍‍।


ଆଉ, ଇଲୀୟେଷରର ସନ୍ତାନମାନଙ୍କ ମଧ୍ୟରେ ରହବୀୟ ପ୍ରଧାନ। ଏହି ଇଲୀୟେଜରର ଆଉ ପୁତ୍ର ନ ଥିଲେ, ମାତ୍ର, ରହବୀୟର ବହୁସଂଖ୍ୟକ ସନ୍ତାନ ଥିଲେ।


Swiv nou:

Piblisite


Piblisite