Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ତାହାର ଭ୍ରାତୃଗଣ; ଇଲୀୟେଜରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାଇୟ ଓ ତାହାର ପୁତ୍ର ଯୋରାମ୍‍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍‍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ତାହାର ଭ୍ରାତୃଗଣ; ଇଲୀୟେଷରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାୟାହ ଓ ତାହାର ପୁତ୍ର ଯୋରାମ୍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍।

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ତାହାର ଭ୍ରାତୃଗଣ; ଇଲୀୟେଜରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାଇୟ ଓ ତାହାର ପୁତ୍ର ଯୋରାମ୍‍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍‍।

Gade chapit la Kopi

ପବିତ୍ର ବାଇବଲ

25 ଏହି ସମସ୍ତ ଶବୂୟେଲଙ୍କର ଆତ୍ମୀୟ ଥିଲେ: ଇଲୀୟେଷର ତାଙ୍କର ଆତ୍ମୀୟ ଥିଲେ: ରହବିୟ, ଇଲୀୟେଷରଙ୍କ ପୁତ୍ର। ଯିଶାୟାହ, ରହବିୟଙ୍କ ପୁତ୍ର। ଯୋରାମ, ଯିଶାୟାଦଙ୍କ ପୁତ୍ର। ସିଖ୍ରି ଯୋରାମଙ୍କ ପୁତ୍ର। ଆଉ ଶଲୋମୀତ୍, ସିଖ୍ରିଙ୍କ ପୁତ୍ର।

Gade chapit la Kopi




1 ବଂଶାବଳୀ 26:25
7 Referans Kwoze  

ମୋଶାଙ୍କର ପୁତ୍ର; ଗେର୍ଶୋମ ଓ ଇଲୀୟେଜର।


ପୁଣି, ଅନ୍ୟର ନାମ ଇଲୀୟେଜର, କାରଣ ସେ କହିଥିଲେ, “ମୋʼ ପିତାଙ୍କ ପରମେଶ୍ୱର ମୋହର ଉପକାରୀ ହୋଇ ଫାରୋଙ୍କର ଖଡ୍ଗରୁ ମୋତେ ଉଦ୍ଧାର କଲେ।”


ଯିଷ୍‍ହରର ସନ୍ତାନ କୋରହ, ନେଫଗ୍‍ ଓ ସିଖ୍ରି।


ମୋଶାଙ୍କର ପୁତ୍ର ଗେର୍ଶୋମର ସନ୍ତାନ ଶବୂୟେଲ କୋଷାଧ୍ୟକ୍ଷ ଥିଲା।


ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍‍ ଓ ତାହାର ଭ୍ରାତୃଗଣ ସେହି ସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ।


ରହବୀୟର କଥା; ରହବୀୟ-ସନ୍ତାନଗଣ ମଧ୍ୟରେ ଯିଶୀୟ ପ୍ରଧାନ।


Swiv nou:

Piblisite


Piblisite