1 ବଂଶାବଳୀ 26:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍ ଓ ତାହାର ଭ୍ରାତୃଗଣ ସେହି ସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)26 ଦାଉଦ ରାଜା ଓ ପିତୃବଂଶପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍ ଓ ତାହାର ଭ୍ରାତୃଗଣ ସେହିସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ। Gade chapit laଓଡିଆ ବାଇବେଲ26 ଦାଉଦ ରାଜା ଓ ପିତୃବଂଶର ପ୍ରଧାନମାନେ, ସହସ୍ରପତି ଓ ଶତପତିମାନେ ଓ ସେନାପତିମାନେ ଯେସକଳ ବସ୍ତୁ ପବିତ୍ର କରିଥିଲେ, ଏହି ଶଲୋମୀତ୍ ଓ ତାହାର ଭ୍ରାତୃଗଣ ସେହିସବୁ ପବିତ୍ରୀକୃତ ବସ୍ତୁର କୋଷାଧ୍ୟକ୍ଷ ଥିଲେ। Gade chapit laପବିତ୍ର ବାଇବଲ26 ଦାଉଦ ଯେଉଁ ସମସ୍ତ ବସ୍ତୁ ମନ୍ଦିର ନିମନ୍ତେ ସଂଗ୍ରହ କରିଥିଲେ, ଶଲୋମୀତ୍ ଓ ତାଙ୍କର ଆତ୍ମୀୟମାନେ ତାହାର ଦାୟିତ୍ୱରେ ଥିଲେ। ସେନାଧ୍ୟକ୍ଷମାନେ ମଧ୍ୟ ମନ୍ଦିର ନିମନ୍ତେ ସାମଗ୍ରୀମାନ ପ୍ରଦାନ କଲେ। Gade chapit la |