Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍‍ର ପୁତ୍ର ଶାଉଲ ଓ ନେର୍‍ର ପୁତ୍ର ଅବ୍‍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍‍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ପୁଣି ଶାମୁୟେଲ ଦର୍ଶକ ଓ କୀଶ୍ର ପୁତ୍ର ଶାଉଲ ଓ ନେର୍ର ପୁତ୍ର ଅବ୍ନର, ସରୁୟାର ପୁତ୍ର ଯୋୟାବ୍ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।

Gade chapit la Kopi

ଓଡିଆ ବାଇବେଲ

28 ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍‍ର ପୁତ୍ର ଶାଉଲ ଓ ନେର୍‍ର ପୁତ୍ର ଅବ୍‍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍‍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।

Gade chapit la Kopi

ପବିତ୍ର ବାଇବଲ

28 ଶଲୋମୀତ୍ ଓ ତାଙ୍କର ଆତ୍ମୀୟମାନେ ଭବିଷ୍ୟ‌ଦ୍‌ବକ୍ତା ଶାମୁୟେଲଙ୍କ ଦ୍ୱାରା ପ୍ରଦତ୍ତ ସମସ୍ତ ପବିତ୍ର ସାମଗ୍ରୀଗୁଡ଼ିକର ଯତ୍ନ ନେଲେ। କୀ‌ଶ୍‌ଙ୍କ ପୁତ୍ର ଶାଉଲ; ନେ‌ର୍‌ଙ୍କ ପୁତ୍ର ଅ‌‌ବ୍‌‌ନର‌ ଓ ସରୁୟାର ପୁତ୍ର ଯୋୟାବ। ଶଲୋମୀତ୍ ଓ ତାଙ୍କ ଆତ୍ମୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଲୋକମାନଙ୍କ ଦ୍ୱାରା ପ୍ରଦତ୍ତ ସମସ୍ତ ପବିତ୍ର ସାମଗ୍ରୀ ଗୁଡ଼ିକର ଯତ୍ନ ନେଲେ।

Gade chapit la Kopi




1 ବଂଶାବଳୀ 26:28
7 Referans Kwoze  

(ପୂର୍ବକାଳେ ଇସ୍ରାଏଲ ମଧ୍ୟରେ କାହାରି ପରମେଶ୍ୱରଙ୍କ ନିକଟରେ ପଚାରିବା ପାଇଁ ଯିବାର ହେଲେ, ସେ ଏପରି କହେ, “ଆସ, ଆମ୍ଭେମାନେ ଦର୍ଶକ ନିକଟକୁ ଯାଉ;” କାରଣ, ବର୍ତ୍ତମାନ ଯାହାକୁ ଭବିଷ୍ୟଦ୍‍ବକ୍ତା କହନ୍ତି, ପୂର୍ବକାଳରେ ତାହାକୁ ଦର୍ଶକ କହୁଥିଲେ)।


ସେହି ପଲେଷ୍ଟୀୟ ବିରୁଦ୍ଧରେ ଦାଉଦଙ୍କୁ ବାହାରିବାର ଦେଖି ଶାଉଲ ସୈନ୍ୟର ସେନାପତି ଅବ୍‍ନରକୁ କହିଲେ; “ଅବ୍‍ନର, ଏ ଯୁବା କାହାର ପୁଅ?” ଅବ୍‍ନର କହିଲା, “ହେ ମହାରାଜ, ଆପଣଙ୍କ ପ୍ରାଣ ଜୀବିତ ଥିବା ପ୍ରମାଣେ କହୁଛି, ମୁଁ କହି ପାରିବି ନାହିଁ।”


ସେମାନେ ସଦାପ୍ରଭୁଙ୍କ ଗୃହର ପୁନଃନିର୍ମାଣ ନିମନ୍ତେ ଯୁଦ୍ଧରେ ପ୍ରାପ୍ତ ଲୁଟଦ୍ରବ୍ୟ ମଧ୍ୟରୁ ପବିତ୍ର କଲେ।


ଯିଷ୍‍ହରୀୟମାନଙ୍କ ମଧ୍ୟରୁ କନନୀୟ ଓ ତାହାର ପୁତ୍ରଗଣ ବାହାର କାର୍ଯ୍ୟ ନିମନ୍ତେ ଇସ୍ରାଏଲ ଉପରେ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ହେଲେ।


ଆହୁରି, ସେ ଆତ୍ମାଙ୍କ ଦ୍ୱାରା ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣ ନିମନ୍ତେ ଓ ଚତୁର୍ଦ୍ଦିଗସ୍ଥିତ ସମସ୍ତ କୋଠରି ନିମନ୍ତେ ଓ ପରମେଶ୍ୱରଙ୍କ ଗୃହର ଭଣ୍ଡାର ନିମନ୍ତେ ଓ ପବିତ୍ରୀକୃତ ବସ୍ତୁସବୁର ଭଣ୍ଡାର ନିମନ୍ତେ ପ୍ରାପ୍ତ ସମସ୍ତ ନମୁନା ଦେଲେ;


Swiv nou:

Piblisite


Piblisite