Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଯିଷ୍‍ହରୀୟମାନଙ୍କ ମଧ୍ୟରୁ କନନୀୟ ଓ ତାହାର ପୁତ୍ରଗଣ ବାହାର କାର୍ଯ୍ୟ ନିମନ୍ତେ ଇସ୍ରାଏଲ ଉପରେ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଯିଷ୍ହରୀୟମାନଙ୍କ ମଧ୍ୟରୁ କନନୀୟ ଓ ତାହାର ପୁତ୍ରଗଣ ବାହାର କାର୍ଯ୍ୟ ନିମନ୍ତେ ଇସ୍ରାଏଲ ଉପରେ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ହେଲେ।

Gade chapit la Kopi

ଓଡିଆ ବାଇବେଲ

29 ଯିଷ୍‍ହରୀୟମାନଙ୍କ ମଧ୍ୟରୁ କନନୀୟ ଓ ତାହାର ପୁତ୍ରଗଣ ବାହାର କାର୍ଯ୍ୟ ନିମନ୍ତେ ଇସ୍ରାଏଲ ଉପରେ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ହେଲେ।

Gade chapit la Kopi

ପବିତ୍ର ବାଇବଲ

29 କନନିୟ ଯି‌ଷ୍‌ହରୀୟଙ୍କ ପରିବାରରୁ ଆସିଥିଲେ। କନନିୟ ଓ ତାଙ୍କର ପୁତ୍ରମାନଙ୍କର ମନ୍ଦିର ବାହାରରେ କାର୍ଯ୍ୟ କରିବାର ଦାୟିତ୍ୱ ଥିଲା। ସେମାନେ ଇସ୍ରାଏଲର ବିଭିନ୍ନ ସ୍ଥାନରେ ପୋଲିସ ଓ ବିଗ୍ଭରକର୍ତ୍ତା ଭାବରେ କାର୍ଯ୍ୟ କରିଥିଲେ।

Gade chapit la Kopi




1 ବଂଶାବଳୀ 26:29
11 Referans Kwoze  

ଆହୁରି, ଲେବୀୟ-ପ୍ରଧାନବର୍ଗ ମଧ୍ୟରୁ ଶବ୍ବଥୟ ଓ ଯୋଷାବଦ୍‍ ପରମେଶ୍ୱରଙ୍କ ଗୃହର ବାହାର କାର୍ଯ୍ୟର ଅଧ୍ୟକ୍ଷ ଥିଲେ;


ସେମାନଙ୍କ ମଧ୍ୟରୁ ଚବିଶ ହଜାର ଲୋକ ସଦାପ୍ରଭୁଙ୍କ ଗୃହର କାର୍ଯ୍ୟ ଚଳାଇବା ପାଇଁ ନିଯୁକ୍ତ ଥିଲେ; ଆଉ ଛଅ ହଜାର ଲୋକ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ଥିଲେ;


ଆହୁରି, ସେମାନେ ଭାରବାହକମାନଙ୍କର ତତ୍ତ୍ୱାବଧାରକ ଓ କର୍ମ ଚଳାଇବା ପାଇଁ ସର୍ବପ୍ରକାର ସେବାକାର୍ଯ୍ୟକାରୀମାନଙ୍କ ଉପରେ ନିଯୁକ୍ତ ଥିଲେ; ପୁଣି, ଲେବୀୟମାନଙ୍କ ମଧ୍ୟରୁ ଲେଖକ, କାର୍ଯ୍ୟଶାସକ ଓ ଦ୍ୱାରପାଳ ଥିଲେ।


ଅମ୍ରାମୀୟମାନଙ୍କ, ଯିଷ୍‍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ


କହାତର ପୁତ୍ର; ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ।


ଆଉ କହାତଠାରୁ ଅମ୍ରାମୀୟ ବଂଶ, ଯିଷ୍‍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।


ପୁଣି, ଶାମୁୟେଲ ଦର୍ଶକ ଓ କୀଶ୍‍ର ପୁତ୍ର ଶାଉଲ ଓ ନେର୍‍ର ପୁତ୍ର ଅବ୍‍ନର, ସରୁୟାର ପୁତ୍ର ଯୋୟାବ ଯେସବୁ ଦ୍ରବ୍ୟ ପବିତ୍ର କରିଥିଲେ; ଯିଏ ଯାହା କିଛି ପବିତ୍ର କରିଥିଲା, ତାହା ଶଲୋମୀତ୍‍ର ଓ ତାହାର ଭ୍ରାତୃଗଣର ହସ୍ତାଧୀନରେ ରହିଲା।


ତୁମ୍ଭ ନଗର-ଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;


ପୁଣି ତୁମ୍ଭେ ଲେବୀୟ ଯାଜକମାନଙ୍କ ନିକଟକୁ ଓ ସେହି ସମୟର ବିଚାରକର୍ତ୍ତାଙ୍କ ନିକଟକୁ ଯିବ; ଆଉ ତୁମ୍ଭେ ବୁଝିବ; ତହିଁରେ ସେମାନେ ତୁମ୍ଭକୁ ବିଚାରର ନିଷ୍ପତ୍ତି ଜଣାଇବେ;


ପଞ୍ଚମ ମାସ ନିମନ୍ତେ ପଞ୍ଚମ ସେନାପତି ଯିଷ୍ରାହୀୟ ଶମ୍ମୋତ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


Swiv nou:

Piblisite


Piblisite