Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

10 ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

10 ହେଲସ୍ ସପ୍ତମ ସେନାଧ୍ୟକ୍ଷ ଥିଲେ। ହେଲସ୍ ସପ୍ତମ ମାସର ସେନାଧ୍ୟକ୍ଷ ଥିଲେ। ସେ ଜଣେ ଅଜ୍ଞାତ ଜାଗାର ଇଫ୍ରୟିମୀୟ ଲୋକ। ହେଲସଙ୍କ ଦଳରେ 24,000 ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 27:10
4 Referans Kwoze  

ହରୋରୀୟ ଶମ୍ମୋତ୍‍, ପଲୋନୀୟ ହେଲସ୍‍,


ପଲ୍ଟୀୟ ହେଲସ୍‍, ତକୋୟୀୟ ଇକ୍‍କେଶର ପୁତ୍ର ଈରା;


ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍‍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


Swiv nou:

Piblisite


Piblisite