Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

11 ଅଷ୍ଟମ ମାସ ନିମନ୍ତେ ଅଷ୍ଟମ ସେନାପତି ସେରହ-ବଂଶଜାତ ହୂଶାତୀୟ ସିବ୍ବଖୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

11 ସିବ୍ବଖୟ ଅଷ୍ଟମ ସେନାଧ୍ୟକ୍ଷ ଥିଲେ। ସିବ୍ବଖୟ ଅଷ୍ଟମ ମାସର ସେନାଧ୍ୟକ୍ଷ ଥିଲେ। ସିବ୍ବଖୟ ହୂଶାତୀୟରୁ ଆସିଥିଲେ। ସିବ୍ବଖୟ ସେରହଙ୍କ ପରିବାରରୁ ଆସିଥିଲେ। ସିବ୍ବଖୟଙ୍କ ଦଳରେ 24,000 ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 27:11
7 Referans Kwoze  

ଏଥିଉତ୍ତାରେ ପୁନର୍ବାର ଗୋବ୍‍ରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ହେଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସଫକୁ ବଧ କଲା।


ହୂଶାତୀୟ ସିବ୍ବଖୟ, ଅହୋହୀୟ ଈଲୟ;


ଆପଣା ଆପଣା ବଂଶାନୁସାରେ ଯିହୁଦାର ସନ୍ତାନ; ଶେଲାଠାରୁ ଶେଲାୟୀୟ ବଂଶ; ପେରସଠାରୁ ପେରସୀୟ ବଂଶ; ସେରହଠାରୁ ସେରହୀୟ ବଂଶ।


ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।


ସପ୍ତମ ମାସ ନିମନ୍ତେ ସେନାପତି ଇଫ୍ରୟିମ-ବଂଶଜାତ ପଲୋନୀୟ ହେଲସ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ଏଥିଉତ୍ତାରେ ଗେଷରରେ ପଲେଷ୍ଟୀୟମାନଙ୍କ ସହିତ ଯୁଦ୍ଧ ଲାଗିଲା; ତହିଁରେ ହୂଶାତୀୟ ସିବ୍ବଖୟ ଦୀର୍ଘକାୟ ବଂଶଜାତ ସିପ୍ପୀକୁ ବଧ କଲା, ଯେ ରଫାୟୀମର ଏକ ବଂଶଜ ଥିଲା ପୁଣି ସେମାନେ ପରାସ୍ତ ହେଲେ।


Swiv nou:

Piblisite


Piblisite