1 ବଂଶାବଳୀ 27:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Gade chapit laଓଡିଆ ବାଇବେଲ12 ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Gade chapit laପବିତ୍ର ବାଇବଲ12 ଅବୀୟେଷର ନବମ ସେନାଧ୍ୟକ୍ଷ ଥିଲେ। ଅବୀୟେଷର ନବମ ମାସର ସେନାଧ୍ୟକ୍ଷ ଥିଲେ। ଅବୀୟେଷର୍ ଅନାଥୋଥ୍ ସହରରୁ ଆସିଥିଲେ। ଅବୀୟେଷର ବିନ୍ୟାମୀନ ଗୋଷ୍ଠୀରୁ ଆସିଥିଲେ, ଅବୀୟେଷରଙ୍କ ଦଳରେ 24,000 ଲୋକ ଥିଲେ। Gade chapit la |