Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

13 ଦଶମ ମାସ ନିମନ୍ତେ ଦଶମ ସେନାପତି ସେରହ-ବଂଶଜାତ ନଟୋଫାତୀୟ ମହରୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

13 ମହରୟ ଦଶମ ସେନାଧ୍ୟକ୍ଷ ଥିଲେ। ମହରୟ ଦଶମ ମାସର ସେନାଧ୍ୟକ୍ଷ ଥିଲେ। ମହରୟ ନଟୋଫାରୁ ଆସିଥିଲେ। ସେ ସେରହଙ୍କ ପରିବାରରୁ ଆସିଥିଲେ। ମହରୟଙ୍କ ଦଳରେ 24,000 ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 27:13
5 Referans Kwoze  

ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍‍;


ଅହୋହୀୟ ସଲମୋନ୍‍, ନଟୋଫାତୀୟ ମହରୟ;


ସେରହଠାରୁ ସେରହୀୟ ବଂଶ; ଶୌଲଠାରୁ ଶୌଲୀୟ ବଂଶ।


ନବମ ମାସ ନିମନ୍ତେ ନବମ ସେନାପତି ବିନ୍ୟାମୀନ୍-ବଂଶଜାତ ଅନାଥୋତୀୟ ଅବୀୟେଷର ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


Swiv nou:

Piblisite


Piblisite