Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଦ୍ୱାଦଶ ମାସ ନିମନ୍ତେ ଦ୍ୱାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍‍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଦ୍ଵାଦଶ ମାସ ନିମନ୍ତେ ଦ୍ଵାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

15 ଦ୍ୱାଦଶ ମାସ ନିମନ୍ତେ ଦ୍ୱାଦଶ ସେନାପତି ଅତ୍ନୀୟେଲ-ବଂଶଜାତ ନଟୋଫାତୀୟ ହିଲ୍‍ଦୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

15 ହି‌ଲ୍‌ଦୟ ଦ୍ୱାଦଶତମ ସେନାଧ୍ୟକ୍ଷ ଥିଲେ। ହି‌ଲ୍‌ଦୟ ଦ୍ୱାଦଶ ମାସର ସେନାଧ୍ୟକ୍ଷ ଥିଲେ। ହି‌ଲ୍‌ଦୟ ନଟୋଫାରୁ ଆସିଥିଲେ। ହି‌ଲ୍‌ଦୟ ଅବନୀୟେଲ ପରିବାରରୁ ଆସିଥିଲେ। ହି‌ଲ୍‌ଦୟଙ୍କ ଦଳରେ 24,000 ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 27:15
7 Referans Kwoze  

ନଟୋଫାତୀୟ ବାନାର ପୁତ୍ର ହେଲବ, ବିନ୍ୟାମୀନ୍ ବଂଶୀୟ ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ;


କନସର ପୁତ୍ର ଅତ୍ନୀୟେଲର ଓ ସରାୟ; ଅତ୍ନୀୟେଲର ପୁତ୍ରମାନେ; ହଥତ୍‍।


ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ନିକଟରେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ପାଇଁ କାଲେବଙ୍କର କନିଷ୍ଠ ଭ୍ରାତା କନସର ପୁତ୍ର ଅତ୍ନୀୟେଲଙ୍କୁ ଉଦ୍ଧାରକର୍ତ୍ତା ରୂପେ ଉତ୍ଥାପନ କଲେ ଓ ସେ ସେମାନଙ୍କୁ ଉଦ୍ଧାର କଲେ।


ନଟୋଫାତୀୟ ମହରୟ, ନଟୋଫାତୀୟ ବାନାର ପୁତ୍ର ହେଲଦ୍‍;


ଏକାଦଶ ମାସ ନିମନ୍ତେ ଏକାଦଶ ସେନାପତି ଇଫ୍ରୟିମ-ବଂଶଜାତ ପିରୀୟାଥୋନୀୟ ବନାୟ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।


ତହିଁରେ କାଲେବର ଭ୍ରାତା କନସର ପୁତ୍ର ଅତ୍ନୀୟେଲ ତାହା ହସ୍ତଗତ କରନ୍ତେ, ସେ ତାହା ସହିତ ଆପଣା କନ୍ୟା ଅକ୍‍ଷାର ବିବାହ ଦେଲେ।


Swiv nou:

Piblisite


Piblisite