Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଯିହୁଦା ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ; ଇଷାଖର ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଯିହୁଦା-ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ; ଇଷାଖର-ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି।

Gade chapit la Kopi

ଓଡିଆ ବାଇବେଲ

18 ଯିହୁଦା-ବଂଶ ମଧ୍ୟରେ ଦାଉଦଙ୍କର ଜଣେ ଭ୍ରାତା ଇଲୀହୂ; ଇଷାଖର-ବଂଶ ମଧ୍ୟରେ ମୀଖାୟେଲର ପୁତ୍ର ଅମ୍ରି।

Gade chapit la Kopi

ପବିତ୍ର ବାଇବଲ

18 ଯିହୁଦା: ଇଲୀହୂ (ଇଲୀହୂ, ଦାଉଦଙ୍କର ଭ୍ରାତାମାନଙ୍କ ମଧ୍ୟରୁ ଜଣେ ଥିଲେ।) ଇଷାଖର: ମୀଖାୟେଲଙ୍କ ପୁତ୍ର ଅମ୍ରି;

Gade chapit la Kopi




1 ବଂଶାବଳୀ 27:18
6 Referans Kwoze  

ଏଥିରେ ଦାଉଦ କହିଲେ, “ମୁଁ ଏବେ କଅଣ କଲି? ଏଥିରେ କି କୌଣସି କାରଣ ନାହିଁ?”


ଯିଶୀର ତିନି ବଡ଼ ପୁତ୍ର ଶାଉଲଙ୍କର ପଶ୍ଚାତ୍‍ ଯୁଦ୍ଧକୁ ଯାଇଥିଲେ; ପୁଣି, ଯୁଦ୍ଧକୁ ଯାଇଥିବା ତାହାର ତିନି ପୁତ୍ର ମଧ୍ୟରେ ଜ୍ୟେଷ୍ଠର ନାମ ଇଲୀୟାବ୍‍ ଓ ଦ୍ୱିତୀୟର ନାମ ଅବୀନାଦବ ଓ ତୃତୀୟର ନାମ ଶମ୍ମ, ଆଉ ଦାଉଦ କନିଷ୍ଠ ଥିଲେ।


ପୁଣି, ସେମାନେ ଆସିଲା ଉତ୍ତାରେ ସେ ଇଲୀୟାବ୍‍ ପ୍ରତି ଦୃଷ୍ଟି କରି କହିଲେ, “ଅବଶ୍ୟ ସଦାପ୍ରଭୁଙ୍କ ଆଗରେ ତାହାଙ୍କର ଅଭିଷିକ୍ତ ଲୋକ ଉପସ୍ଥିତ।”


ଲେବୀ-ବଂଶ ମଧ୍ୟରେ କମୂୟେଲର ପୁତ୍ର ହଶବୀୟ; ହାରୋଣ-ବଂଶ ମଧ୍ୟରେ ସାଦୋକ।


ସବୂଲୂନ ବଂଶ ମଧ୍ୟରେ ଓବଦୀୟର ପୁତ୍ର ଯିଶ୍ମୟୀୟ; ନପ୍ତାଲି ବଂଶ ମଧ୍ୟରେ ଅସ୍ରୀୟେଲର ପୁତ୍ର ଯିରେମୋତ୍‍।


ପୁଣି, ଯିଶୀ ଆପଣା ଜ୍ୟେଷ୍ଠ ଇଲୀୟାବ୍‍କୁ ଓ ଦ୍ୱିତୀୟ ଅବୀନାଦବକୁ ଓ ତୃତୀୟ ଶିମୀୟକୁ;


Swiv nou:

Piblisite


Piblisite