Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍‍ଦୀୟେଲର ପୁତ୍ର ଯାଶ୍‍ବୀୟାମ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍ଦୀୟେଲର ପୁତ୍ର ଯାଶ୍ବୀୟାମ୍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

2 ପ୍ରଥମ ପାଳି ଉପରେ ପ୍ରଥମ ମାସ ନିମନ୍ତେ ସବ୍‍ଦୀୟେଲର ପୁତ୍ର ଯାଶ୍‍ବୀୟାମ୍‍ ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ଯା‌ଶ୍‌ବିୟାମ ପ୍ରଥମ ମାସ ନିମନ୍ତେ ପ୍ରଥମ ଦଳର ଦାୟିତ୍ୱରେ ଥିଲେ। ଯା‌ଶ୍‌ବିୟାମ ସ‌ବ୍‌ଦୀୟେଲଙ୍କ ପୁତ୍ର ଥିଲେ। ଯା‌ଶ୍‌ବିୟାମଙ୍କ ଦଳରେ 24,000 ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 27:2
4 Referans Kwoze  

ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍‍ମୋନୀୟର ପୁତ୍ର ଯାଶ୍‍ବୀୟାମ୍‍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକାବେଳେ ସେମାନଙ୍କୁ ବଧ କରିଥିଲା।


ଦାଉଦଙ୍କର ବୀରମାନଙ୍କ ନାମାବଳୀ ଏହି; ତଖମୋନୀୟ ଯୋଶେବ୍‍-ବଶେବତ୍‍, ସେନାପତିମାନଙ୍କର ପ୍ରଧାନ ଥିଲା; ସେ ଏକକାଳୀନ ଆଠ ଶହ ଲୋକର ହତ୍ୟା କଲା।


ଆପଣା ଆପଣା ସଂଖ୍ୟାନୁସାରେ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍‍, ପିତୃବଂଶର ପ୍ରଧାନମାନେ ଓ ସହସ୍ରପତିମାନେ ଓ ଶତପତିମାନେ ଓ ସେମାନଙ୍କର କାର୍ଯ୍ୟଶାସକମାନେ, ବର୍ଷର ସମୁଦାୟ ମାସରେ ମାସକୁ ମାସ ପାଳିର ଯେକୌଣସି ବିଷୟରେ ରାଜାଙ୍କର ସେବା କରିବାକୁ ଆସିଲେ ଓ ଗଲେ, ସେମାନଙ୍କ ପ୍ରତ୍ୟେକ ପାଳିରେ ଚବିଶ ହଜାର ଲୋକ ଥିଲେ।


ସେ ପେରସ ବଂଶୀୟ ଲୋକ, ପ୍ରଥମ ମାସ ପାଇଁ ନିଯୁକ୍ତ ସକଳ ସେନାପତିଙ୍କ ଉପରେ ପ୍ରଧାନ ଥିଲା।


Swiv nou:

Piblisite


Piblisite