Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ; ବିନ୍ୟାମୀନ୍ ବଂଶ ମଧ୍ୟରେ ଅବ୍‍ନରର ପୁତ୍ର ଯାସୀୟେଲ୍‍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧବଂଶ ମଧ୍ୟରେ ଜିଖରୀୟର ପୁତ୍ର ଯିଦ୍ଦୋ; ବିନ୍ୟାମୀନ୍-ବଂଶ ମଧ୍ୟରେ ଅବ୍ନରର ପୁତ୍ର ଯାସୀୟେଲ।

Gade chapit la Kopi

ଓଡିଆ ବାଇବେଲ

21 ଗିଲୀୟଦସ୍ଥ ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ଜିଖରୀୟର ପୁତ୍ର ଇଦ୍ଦୋ; ବିନ୍ୟାମୀନ୍-ବଂଶ ମଧ୍ୟରେ ଅବ୍‍ନରର ପୁତ୍ର ଯାସୀୟେଲ୍‍।

Gade chapit la Kopi

ପବିତ୍ର ବାଇବଲ

21 ପୂର୍ବ ମନଃଶିର: ଯିଖରିୟଙ୍କ ପୁତ୍ର ଯିଦ୍ଦୋ; ବିନ୍ୟାମୀନ: ଅ‌‌ବ୍‌‌ନର‌ଙ୍କ ପୁତ୍ର ଯାସୀୟେଲ;

Gade chapit la Kopi




1 ବଂଶାବଳୀ 27:21
6 Referans Kwoze  

ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।


ଏହିରୂପେ ନେର୍‍ର ପୁତ୍ର ଅବ୍‍ନରକୁ ବଧ କରାଇବା ଯେ ରାଜାଙ୍କ ଆଡ଼ୁ ହୋଇ ନାହିଁ, ଏହା ସମସ୍ତ ଲୋକ ଓ ସମୁଦାୟ ଇସ୍ରାଏଲ ସେହି ଦିନ ଜାଣିଲେ।


ପୁଣି ଅବ୍‍ନର ହିବ୍ରୋଣକୁ ଫେରି ଆସନ୍ତେ, ଯୋୟାବ ତାହା ସଙ୍ଗରେ ନିରୋଳାରେ ଆଳାପ କରିବା ପାଇଁ ତାହାକୁ ନଗରର ଦ୍ୱାର ଭିତରକୁ ନେଇଗଲା, ମାତ୍ର ଆପଣା ଭାଇ ଅସାହେଲର ରକ୍ତପାତ ସକାଶୁ ତାହାର ପେଟରେ ଆଘାତ କରନ୍ତେ, ସେ ମଲା।


ଇଫ୍ରୟିମ-ସନ୍ତାନଗଣ ମଧ୍ୟରେ ଅସସୀୟର ପୁତ୍ର ହୋଶେୟ; ମନଃଶିର ଅର୍ଦ୍ଧ ବଂଶ ମଧ୍ୟରେ ପଦାୟର ପୁତ୍ର ଯୋୟେଲ।


ଦାନ୍ ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍‍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।


Swiv nou:

Piblisite


Piblisite