Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।

Gade chapit la Kopi

ଓଡିଆ ବାଇବେଲ

26 ଆଉ କଲୂବର ପୁତ୍ର ଇଷ୍ରି କୃଷିକର୍ମକାରୀମାନଙ୍କର ଅଧ୍ୟକ୍ଷ ଥିଲା।

Gade chapit la Kopi

ପବିତ୍ର ବାଇବଲ

26 କଲୂ‌ବ୍‌ଙ୍କ ପୁତ୍ର ଇଷ୍ରି କ୍ଷେତମାନଙ୍କରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ଦାୟିତ୍ୱରେ ଥିଲେ।

Gade chapit la Kopi




1 ବଂଶାବଳୀ 27:26
4 Referans Kwoze  

ଆଉ, ଅଦୀୟେଲର ପୁତ୍ର ଅସ୍ମାବତ୍‍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି, ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ଡାରସବୁର ଅଧ୍ୟକ୍ଷ ଥିଲା।


ରାମାଥୀୟ ଶିମୀୟି ଦ୍ରାକ୍ଷାକ୍ଷେତ୍ରସକଳର ଅଧ୍ୟକ୍ଷ ଓ ଶିଫ୍‍ମୀୟ ସବ୍‍ଦି ଦ୍ରାକ୍ଷାକ୍ଷେତ୍ରୋତ୍ପନ୍ନ ଦ୍ରାକ୍ଷାରସ-ଭଣ୍ଡାରର ଅଧ୍ୟକ୍ଷ ଥିଲା।


ପୁଣି, ସେ ପ୍ରାନ୍ତରରେ ଦୁର୍ଗମାନ ନିର୍ମାଣ କଲେ, ମଧ୍ୟ ତଳଭୂମିରେ ଓ ସମଭୂମିରେ ତାଙ୍କର ବହୁତ ପଶୁ ଥିବାରୁ ଅନେକ କୂପ ଖୋଳିଲେ; ଆଉ, ପର୍ବତରେ ଓ ଫଳବତ୍‍ କ୍ଷେତ୍ରରେ ତାଙ୍କର କୃଷକ ଓ ଦ୍ରାକ୍ଷା-କୃଷକଗଣ ଥିଲେ; କାରଣ ସେ କୃଷିପ୍ରିୟ ଥିଲେ।


ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି।


Swiv nou:

Piblisite


Piblisite