Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍‍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ଅକ୍ମୋନିର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା।

Gade chapit la Kopi

ଓଡିଆ ବାଇବେଲ

32 ଆହୁରି ଦାଉଦଙ୍କର ପିତୃବ୍ୟ ଯୋନାଥନ ମନ୍ତ୍ରୀ ଥିଲା, ସେ ବିଜ୍ଞ ଓ ଲେଖକ। ଆଉ ହକ୍‍ମୋନୀୟର ପୁତ୍ର ଯିହୀୟେଲ ରାଜପୁତ୍ରମାନଙ୍କର ସଙ୍ଗୀ ଥିଲା।

Gade chapit la Kopi

ପବିତ୍ର ବାଇବଲ

32 ଯୋନାଥନ ଜଣେ ଜ୍ଞାନୀ ପରାମର୍ଶଦାତା ଓ ଲେଖକ ଥିଲେ। ଯୋନାଥନ ଦାଉଦଙ୍କର କାକା ଥିଲେ। ଅ‌କ୍‌ମୋନିଙ୍କ ପୁତ୍ର ଯିହୀୟେଲ୍ ରାଜାଙ୍କ ପୁତ୍ରଗଣଙ୍କର ଯତ୍ନ ନେଉଥିଲେ।

Gade chapit la Kopi




1 ବଂଶାବଳୀ 27:32
6 Referans Kwoze  

ଦାଉଦଙ୍କର ବୀରମାନଙ୍କ ସଂଖ୍ୟା; ଜଣେ ହକ୍‍ମୋନୀୟର ପୁତ୍ର ଯାଶ୍‍ବୀୟାମ୍‍ ତିରିଶ ଜଣଙ୍କ ମଧ୍ୟରେ ପ୍ରଧାନ ଥିଲା; ସେ ତିନି ଶହ ଲୋକ ଉପରେ ଆପଣା ବର୍ଚ୍ଛା ଚଳାଇ ଏକାବେଳେ ସେମାନଙ୍କୁ ବଧ କରିଥିଲା।


ପୁଣି ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟିର ପୁତ୍ର ଯୋନାଥନ ତାହାକୁ ବଧ କଲା।


ମାତ୍ର ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଦବ୍‍ ନାମରେ ଅମ୍ନୋନର ଜଣେ ବନ୍ଧୁ ଥିଲା; ସେହି ଯୋନାଦବ୍‍ ଅତି ଚତୁର।


ହାଗରୀୟ ଯାଷୀଷ୍‍ ସବୁ ମେଷପଲର ଅଧ୍ୟକ୍ଷ ଥିଲା; ଏସମସ୍ତେ ଦାଉଦ ରାଜାଙ୍କର ସମ୍ପତ୍ତିର ଅଧ୍ୟକ୍ଷ ଥିଲେ।


ଅହୀଥୋଫଲ ରାଜମନ୍ତ୍ରୀ ଓ ଅର୍କୀୟ ହୂଶୟ ରାଜମିତ୍ର ଥିଲା।


ପୁଣି, ସେ ଇସ୍ରାଏଲକୁ ତୁଚ୍ଛ କରନ୍ତେ, ଦାଉଦଙ୍କର ଭ୍ରାତା ଶିମୀୟର ପୁତ୍ର ଯୋନାଥନ ତାହାକୁ ବଧ କଲା।


Swiv nou:

Piblisite


Piblisite