Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଆଉ ଅହୀଥୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି, ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ଆଉ ଅହୀତୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା।

Gade chapit la Kopi

ଓଡିଆ ବାଇବେଲ

34 ଆଉ ଅହୀଥୋଫଲ ଉତ୍ତାରେ ବନାୟର ପୁତ୍ର ଯିହୋୟାଦା ଓ ଅବୀୟାଥର ଥିଲେ; ପୁଣି, ଯୋୟାବ ରାଜାଙ୍କ ସୈନ୍ୟର ଅଧିପତି ଥିଲା।

Gade chapit la Kopi

ପବିତ୍ର ବାଇବଲ

34 ଯିହୋୟାଦା ଓ ଅବିୟାଥର୍ ପରେ ଅହୀଥୋଫଲଙ୍କ ସ୍ଥାନରେ ରାଜାଙ୍କର ପରାମର୍ଶଦାତା ହେଲେ। ଯିହୋୟାଦା ବନାୟଙ୍କ ପୁତ୍ର ଥିଲେ। ଯୋୟାବ୍ ରାଜାଙ୍କ ସୈନ୍ୟଦଳର ସେନାପତି ଥିଲେ।

Gade chapit la Kopi




1 ବଂଶାବଳୀ 27:34
5 Referans Kwoze  

ଆଉ ଦାଉଦ କହିଲେ, “ଯେକେହି ପ୍ରଥମେ ଯିବୂଷୀୟମାନଙ୍କୁ ଆଘାତ କରିବ, ସେ ପ୍ରଧାନ ଓ ସେନାପତି ହେବ।” ତହିଁରେ ସରୁୟାର ପୁତ୍ର ଯୋୟାବ ପ୍ରଥମେ ଗଲା ଓ ପ୍ରଧାନ କରାଗଲା।


ପୁଣି, ସେ ସରୁୟାର ପୁତ୍ର ଯୋୟାବ ଓ ଅବୀୟାଥର ଯାଜକ ସହିତ ପରାମର୍ଶ କଲା; ଆଉ ସେମାନେ ଅଦୋନୀୟର ଅନୁଗତ ହୋଇ ତାହାକୁ ସାହାଯ୍ୟ କଲେ।


ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ।


ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା ଥିଲେ।


ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା।


Swiv nou:

Piblisite


Piblisite